ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର ରାମଚନ୍ଦ୍ର ରାଉତ ବୋଲି ଜଣାପଡିଛି।

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...
ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...
କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...
ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...
ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...
ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...
ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...
ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...