ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍‌ ମେହେରାଙ୍କ ବିଷୟରେ। ଉଭୟଙ୍କ ମଧ୍ୟରେ ବିବାଦ ମୁଣ୍ଡ ଟେକିଥିବା ବେଳେ ଜଣଙ୍କ ପରେ ଜଣେ ଅଭିନେତା ସମର୍ଥନରେ ବାହାରୁଛନ୍ତି। ଏବେ ରାମାୟଣ ଧାରାବାହିକର ସୀତା ଓରଫ ଦୀପିକା ଚିଖିଲା ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି।

ଦୀପିକା ନିଶାଙ୍କ ଫଟୋ ଦେଖିଥିଲେ। ଏଥିରେ ନିଶାଙ୍କ ମୁହଁରେ ଆଘାତ ଲାଗିଥିବା ବେଳେ ରକ୍ତ ବୋହୁଥିବା ନଜର ଆସିଥିଲା। ଏହି ଆଘାତରୁ ତାଙ୍କୁ ସ୍ବାମୀ କରନ୍‌ ମାରିଥିବା ସ୍ପଷ୍ଟ ହେଉଛି ବୋଲି ସେ କହିଛନ୍ତି। ହେଲେ ପ୍ରଥମେ ଯେତେବେଳେ କରନ୍‌ ନିଶାଙ୍କୁ ହାତ ଉଠାଇଥିଲେ ସେତେବେଳେ ତାଙ୍କୁ ଆଗକୁ ଆସିବାର ଥିଲା। ଯଦି ସମୟ ଥାଉ ଥାଉ ସେ ଏଭଳି କରିଦେଇଥାନ୍ତେ ତେବେ ଆଜି ଏଭଳି ଘଟଣା ଘଟି ନ ଥାନ୍ତା। ମୋ ମତରେ ମହିଳାଙ୍କୁ ଅତ୍ୟାଚାର ସହିବା ଉଚିତ ନୁହେଁ। ତାଙ୍କ ସହ କିଛି ଦୁର୍ବବ୍ୟହାର କରାଗଲେ ସ୍ବର ଉଠାଇବା ଉଚିତ ବୋଲି ସେ କହିଛନ୍ତି। ଏହାଛଡ଼ା ନିଶା ଜଣେ ସୁନ୍ଦର ଏବଂ ନିଜ ଗୋଡ଼ରେ ଛିଡ଼ା ହେବାକୁ ସକ୍ଷମ। ସମାଜ ଭୟରେ ସେ ଏଭଳି କରିଥାଇପାରନ୍ତି। ଝିଅମାନଙ୍କୁ ମନରୁ ଡର ବାହାର କରିଦେବା ଉଚିତ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri