PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ ସିଜିନରେ ହିଁ ତାଙ୍କୁ ଏକ ଦଳର…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ ସାଜେନ୍ତୀ କିର୍ସାନୀ, ସମିତିସଭ୍ୟ ବିନୋଦିନୀ ସମାର୍ଡୀ,…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୧-୧ରେ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ ବିଳମ୍ବ ଯୋଗୁ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ କେଣ୍ଟ ମଙ୍ଗଳବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ପ୍ରଦାନ କରି, କେଣ୍ଟ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି। ସେମାନଙ୍କ ପାଇଁ ଏକ ଚେତାବନୀ ଜାରି କରିଛି। ବ୍ୟାଙ୍କ କହିଛି ଯେ ଏହି…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପୁଣି ଥରେ ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏଥର…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ କୋଟି କୋଟି ଟଙ୍କାର ଜରିମାନା ଆଦାୟ କରିଛନ୍ତି। ଏହାକୁ ନେଇ ଆମ୍ ଆଦମୀ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ ସଂଘର୍ଷ ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହେବାର ଆଶଙ୍କା ଥିଲେ ମଧ୍ୟ ସରକାର କହିଛନ୍ତି…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ ମମତା ବାନାର୍ଜୀ ୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି।…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ ଏବଂ ପୁନଃ ଖୋଲିବାରେ ସାହାଯ୍ୟ କରିବା ପାଇଁ ସେ ଯୁଦ୍ଧଜାହାଜ ପଠାଇବାକୁ ଅନୁରୋଧ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶର୍ଟସର୍କିଟ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ କରିବାକୁ ନିଷ୍ପତ୍ତି ନେଇପାରୁନାହାନ୍ତି କି ଇରାନକୁ ମଧ୍ୟ ରୋକିବାକୁ ବୁଦ୍ଧି ପାଉନାହାନ୍ତି। ଯୁଦ୍ଧ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri