ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ ପାକିସ୍ତାନ ତା’ର ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ ଶତାଧିକ କଂଗ୍ରେସ ଦଳର କର୍ମୀ ଭେଟି…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି ମଧ୍ୟରେ, ପାଣିପାଗ ବିଭାଗ ଆଜି ଏବଂ…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଆଗତ କରିବେ। ଏହି ଦୃଷ୍ଟିରୁ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ ଗସ୍ତ।…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି ସଂଗ୍ରହାଳୟ ପ୍ରତିଷ୍ଠା କରିବ ବୋଲି ନିକଟରେ ଘୋଷଣା କରିଛି। ଏହା ଗାଈମାନଙ୍କ ଧର୍ମୀୟ,…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଶପଥ ନେବେ। ଏଥିପାଇଁ ସରକାରୀ ସ୍ତରରେ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି ପାଇଥିବା ସୋମବାର ପ୍ରକାଶିତ ଏକ ସରକାରୀ ସର୍ଭେରୁ ଜଣାପଡ଼ିଛି। ଗତ ମାସରେ ଉଭୟ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଅରୁଣାଚଳ ସୀମାରୁ ମାତ୍ର ୮୦୦ କିଲୋମିଟର ଦୂର ସିଚୁଆନ୍ ପାର୍ବତ୍ୟ ଅଞ୍ଚଳରେ ଚାଲିଛି…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ କିଣୁଛନ୍ତି। ଏହାର ପ୍ରଭାବ କ୍ରିକେଟ ପାଇଁ ପାଗଳ ପ୍ରତ୍ୟେକ ଭାରତୀୟଙ୍କ ଉପରେ ପଡୁଛି।…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମୌଖିକ ଟିପ୍ପଣୀ ଦେଇଛନ୍ତି। ଏକ ବଳାତ୍କାର ମାମଲାର ଜାମିନ ଆବେଦନ ଶୁଣାଣି…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ ବୃଦ୍ଧି ପାଇଛି। ଗତ ଡିସେମ୍ବର ମାସରେ ଏହା ୦.୮୩% ରହିଥିବା ବେଳେ ଜାନୁଆରୀରେ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ ପଟ୍ଟନାୟକଙ୍କୁ ମୋର କିଛି ପଚାରିବାକୁ ଇଚ୍ଛା ନାହିଁ କି ଆଶା ନାହିଁ ବୋଲି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri