Posted inଖେଳ

ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ ଧୋନୀ ଦଳରେ ସାମିଲ ହେବା ପରେ କାର୍ତ୍ତିକଙ୍କ କ୍ୟାରିୟର ଶୀର୍ଷରେ ପହଞ୍ଚି ପାରି ନ ଥିଲା। ସେ ୨୦୧୯ ବିଶ୍ୱକପ୍‌ ପରଠାରୁ ଦଳରୁ ବାହାରେ ଅଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ସେ ନିଜର ଶେଷ ମ୍ୟାଚ୍‌ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ଏଥିରେ ସେ ୨୫ ବଲରେ ୨୬ ରନ୍‌ କରିଥିଲେ। ସେତେବେଳରୁ ଦଳରୁ ବାହାରେ ଥିବା କାର୍ତ୍ତିକଙ୍କୁ ଟି୨୦ ଟିମ୍‌ରୁ ମଧ୍ୟ ଆଉଟ୍‌ କରିଦିଆଯାଇଥିଲା। ଏବେ ସେ ଏହାପଛରେ ଥିବା କାରଣ ବିଷୟରେ କହିଛନ୍ତି।

କାର୍ତ୍ତିକ କହିଛନ୍ତି, ସେ ନିଜର ବୟସ ଦେଖିବାକୁ ଚାହାନ୍ତି ନାହିଁ, ବରଂ ସେ କେତେ ଫିଟ୍‌ ତାହା ଦେଖିବାକୁ ଚାହାନ୍ତି। ଯଦି ଫିଟ୍‌ନେସ ଟେଷ୍ଟ ପାସ୍‌ କରି ନିଅନ୍ତି ତେବେ ଦେଶ ପାଇଁ ଖେଳିବାକୁ ଖେଳାଳି ପ୍ରସ୍ତୁତ ବୋଲି ଜଣାପଡେ। ଏବେ ସେ ଟି୨୦ ବିଶ୍ୱକପ୍‌ରେ ଦେଶ ପାଇଁ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେ ଯଥାସମ୍ଭବ ପ୍ରୟାସ କରୁଛନ୍ତି ବୋଲି କାର୍ତ୍ତିକ କହିଛନ୍ତି।

ଏହାଛଡ଼ା ସେ ଅତିତରେ ସେ ଭଲ ପ୍ରଦର୍ଶନ କରିଛନ୍ତି। ୨୦୧୯ରେ ଦଳରୁ ବାହାର କରାଯିବା ସମୟରେ ମଧ୍ୟ ଦଳ ପାଇଁ ଭଲ ଖେଳିଥିବା ସେ ଜାଣି ଥିଲେ। ହେଲେ ବିଶ୍ୱକପ୍‌ରେ ଭଲ ଖେଳିପାରି ନ ଥିଲେ। ଫଳରେ ତାଙ୍କୁ ବାହାର କରିଦିଆଯାଇଥିଲା ବୋଲି କାର୍ତ୍ତିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri