ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି କାର୍ଯ୍ୟକାଳ ବୃଦ୍ଧିକୁ ଯଥାର୍ଥ ବୋଲି କହିଛନ୍ତି।…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର ଛାତ୍ରୀ ପ୍ରତୀକ୍ଷାରାଣୀ ପଧାନ ସମୁଦାୟ ୬୦୦…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଶୁକ୍ରବାର ଏକ ନୂତନ ନିୟମ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ ବରଗଡ଼ ବ୍ଲକ ଧାଙ୍ଗେର ଗ୍ରାମରେ ରହିଥିବା…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ ଜଳିଉଠିଥିଲା। ସୌଭାଗ୍ୟବଶତଃ, ନିଆଁ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା ଓ ମାରପିଟ ଏବଂ ପରେ ଥାନାରେ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା ବୃଦ୍ଧି ପାଇଛି। ମେ ୧୯ ତାରିଖରେ ପେଟ୍ରୋଲ ମୂଲ୍ୟ ୮୭ ପଇସା ଏବଂ…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି। ବିଶେଷକରି ଡିଜିଟାଲ ଇକୋନୋମୀ ଜାତୀୟ ଅର୍ଥନୀତିର ପ୍ରମୁଖ ଆଧାର ହୋଇଛି। ଏହିକ୍ରମରେ ଭାରତ…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।  ଆସନ୍ତା ୬ ମାସ ପାଇଁ ଶକ୍ତି…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ ପହଞ୍ଚିଛନ୍ତି। ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ,…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ କାହିଁକି ସଂରକ୍ଷଣ ପାଇବାକୁ ହକଦାର ହେବେ। ପଛୁଆ ବର୍ଗ ମଧ୍ୟରେ ‘କ୍ରିମି ଲେୟାର’…

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଜୁନ ୧୮ରେ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର ଅଫିସିଆଲ ‘X’ ଆକାଉଣ୍ଟକୁ ଭାରତରେ ପ୍ରତିବନ୍ଧିତ କରାଯାଇଛି। ତେବେ ଏହି ଡିଜିଟାଲ କାର୍ଯ୍ୟାନୁଷ୍ଠାନର…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ ତାଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିଅରଙ୍କ ବିବାହ ସମ୍ପର୍କରେ ଏକ ବିବୃତ୍ତି…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ଏହି ଅଭିଯୁକ୍ତ ଜଣକ ୨୦୧୪ରୁ ପାରୋଲ୍‌ରେ ଆସି ଫେରାର ହୋଇଯାଇଥିଲା।…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ମେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ଚତୁର୍ଥ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri