ଏଇ ଭାରତରେ

କୋଭିଡ୍‌-୧୯ ମହାମାରୀର ଦ୍ୱିତୀୟ ଲହରରେ ବେଙ୍ଗାଲୁରୁର ସତ୍ୟ ଶଙ୍କରନ୍‌ଙ୍କ କର୍ତ୍ତବ୍ୟନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛି। ସେ ସାଇକେଲ ଚଳାଇ ବରିଷ୍ଠ ନାଗରିକ ଏବଂ କୋଭିଡ୍‌-୧୯ ପୀଡ଼ିତଙ୍କ ନିକଟରେ ଖାଦ୍ୟ, ଓଷଧ ଏବଂ ଅନ୍ୟ ଅତ୍ୟାବଶ୍ୟକ ଜିନିଷ ପହଞ୍ଚାଉଛନ୍ତି। ଏହି ଅଭିଯାନକୁ ବ୍ୟାପକ କରିବା ଲାଗି ସେ ଏକ ଟିମ୍‌ ଗଠନ କରିଛନ୍ତି। ଏଥିତ୍ରେ ବିଭିନ୍ନ ସହରରୁ ୬୦୦ ସ୍ବେଚ୍ଛାସେବୀ ଯୋଗ ଦେଇଛନ୍ତି। ଏମାନଙ୍କୁ କୁହାଯାଉଛି ଭଲ୍ୟୁଣ୍ଟିୟର ସାଇକ୍ଲିଷ୍ଟ। ସତ୍ୟ ଏବଂ ତାଙ୍କ ଟିମ୍‌ ସାଇକେଲରେ ଦିନକୁ ୧୦୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ରୋଗୀ ଓ ବରିଷ୍ଠ ନାଗରିକଙ୍କୁୁ ଜିନିଷ ଯୋଗାଉଛନ୍ତି। ସତ୍ୟଙ୍କ ଟିମ୍‌ର ଉକ୍ତ ରିଲିଫ୍‌ ରାଇଡର୍‌ମାନେ ବେଙ୍ଗାଲୁରୁ, ଚେନ୍ନାଇ, ହାଇଦ୍ରାବାଦ, ମୁମ୍ବାଇ, ହୁବଲି-ଧରଓ୍ବାଡ, ସିଲଭାସା, ଗୁଆହାଟୀ, ଗୁରୁଗ୍ରାମ, ଜୟପୁର ଏବଂ ବେଲାଗାଭି ଆଦି ୧୦ଟି ସହରରେ ଖାଦ୍ୟ, ଓଷଧ ଏବଂ ଅନ୍ୟ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦେଉଛନ୍ତି। ସେମାନେ ଓଷଧ ଓ ଜିନିଷ ଡେଲିିଭରି କରିବା ସମୟରେ ସମସ୍ତ ପ୍ରତିଷେଧକ ବ୍ୟବସ୍ଥା ଉପରେ ଧ୍ୟାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri