ଭୁବନେଶ୍ୱର,୧।୭(ବ୍ୟୁରୋ)- ରାଜ୍ୟରେ କାର୍ଯ୍ୟରତ ୧୯୮୮ ବ୍ୟାଚ୍ର ଦୁଇଜଣ ଆଇଏଏସ୍ ଅଫିସର ପ୍ରଦୀପ୍ତ ମହାପାତ୍ର ଏବଂ ସି.ଜେ. ଭେନୁଗୋପାଳମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେମାନେ ନିଜ ପୂର୍ବ ଦାୟିତ୍ୱର କାର୍ଯ୍ୟ ଜାରି ରଖିବେ। ପଦୋନ୍ନତି ହୋଇଥିବାରୁ ଏହି ଦୁଇ ପ୍ରଶାସନିକ ଅଧିକାରୀ ଲେଭଲ-୧୭ ଅନୁଯାୟୀ ସରକାରଙ୍କଠାରୁ ଦରମା ପାଇବେ।
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ
ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...
ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ
ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...
ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ
କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...
Archives


