୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ ତଥା ଆନିକଟ୍‌(ଆଇଏସସ୍‌- ଇନ୍‌ ଷ୍ଟ୍ରିମ ଷ୍ଟୋରେଜ)…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ କାର୍ଯ୍ୟକଳାପ ବଢ଼ି ଚାଲିଥିଲା। ମାଓବାଦୀ ହିଂସା…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା ଜଣେ ଯୁବକ ହଠାତ୍ ଚେତାଶୂନ୍ୟ ହୋଇ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର ଏସ.ଉଜ୍ଜଳ ରେଡ୍ଡୀଙ୍କୁ ଗିରଫ କରି କୋର୍ଟ…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି ।…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ ସୂଚନା ପାଇ ଦୁଇ ଜଣ ବ୍ୟକ୍ତିଙ୍କୁ…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ ଫିଟନେସ୍ ନେଇ ଚିନ୍ତାର ସମ୍ମୁଖୀନ ହେଉଛି। କେତେକ ଆହତ ହେଉଥିବା ବେଳେ ଅନ୍ୟ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି ଓ ରୋମାଞ୍ଚଭରା ମୁଡ୍‌ରେ ଥିବାବେଳେ, ଅନ୍ୟପଟେ ୱିକେଟକିପର ବ୍ୟାଟର ସଞ୍ଜୁ ସାମସନ ନିଜ…

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ ବର୍ଷ ମଧ୍ୟରେ କେନ୍ଦ୍ର ସରକାରଙ୍କ ମୋଟ ଦେଣଦେଣ ପରିମାଣ ପ୍ରାୟ ୧୭.୬ ଲକ୍ଷ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ ମଧ୍ୟ ଆହତ ହୋଇଛନ୍ତି। ବୁଧବାର ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମାର୍ଶଙ୍କ ଅନୁପସ୍ଥିତିରେ ଟ୍ରାଭିସ୍…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟ ନୋଟିସ…

“ଭାରତ ମାତାଙ୍କୁ ବିକ୍ରି କରିବାକୁ ଲାଜ ଲାଗୁନି ?” କେନ୍ଦ୍ରକୁ ରାହୁଲଙ୍କ କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୧୧।୨: ଆମେରିକା ସହ ସାମ୍ପ୍ରତିକ ବାଣିଜ୍ୟ ଚୁକ୍ତିକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଲୋକସଭାରେ ନିଜର ବକ୍ତବ୍ୟ ରଖି ରାହୁଲ କହିଛନ୍ତି ଯେ, ସରକାର ଦେଶର ସ୍ୱାର୍ଥକୁ ବଳି ଦେଇ ଭାରତକୁ “ବିକ୍ରି” କରିଦେଇଛନ୍ତି। ଆମେରିକୀୟ…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା ଆଫଗାନିସ୍ତାନ ବିପକ୍ଷରେ ଏକ ସ୍ମରଣୀୟ ବିଜୟ ହାସଲ କରିଛି। ନିର୍ଦ୍ଧାରିତ ଓଭରରେ ମ୍ୟାଚ୍…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି ଏନେଇ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ ଆଫଗାନିସ୍ତାନ ୧୮୮ ରନ ଲକ୍ଷ୍ୟକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri