ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍‌ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ

ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍‌ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ ବିବାହ କରିବେ ନାହିଁ ବୋଲି ମନା କରିଦେଇଥିଲେ। ଆମେ କଥା ହେଉଛୁ ଅଭିନେତ୍ରୀ ନୀନା ଗୁପ୍ତାଙ୍କ କଥା। ଆତ୍ମଜୀବନୀ ‘ସଚ କହୁଁ ତୋ: ମେରି ଆତ୍ମକଥା’ରେ ନୀନା ଏଭଳି ଅନେକ ରହସ୍ୟ ଉପରୁ ପରଦା ହଟାଇଛନ୍ତି।

ପ୍ରେମିକଙ୍କ ନା ନନେଇ ନୀନା କହିଛନ୍ତି, ମୁଁ ତାଙ୍କ ଘରେ ରହୁଥିଲି। ସେ ଏବେ ନିଜର ବୈବାହିକ ଜୀବନରେ ବେଶ ଖୁସିରେ ଅଛନ୍ତି। ତାଙ୍କର ସନ୍ତାନ ଅଛନ୍ତି। ଜୀବିତ ଥିବାରୁ ସେ ଏହାକୁ ନିଶ୍ଚୟ ପଢ଼ିବେ। ମୁଁ ଯାହା କରିଥିଲି, ଭଗବାନ ଯାହା ଦେଇଥିଲେ, କିଛି ଭୁଲ ହୋଇଥିଲା ମୁଁ ତାହା ସ୍ବୀକାର କରୁଛି। ଏଣୁ ମୁଁ ଆଗକୁ ବଢ଼ିଯାଇଥିଲି। ମୋତେ ଏକ ସାଧାସିଧା ପରିବାର ଲୋଡ଼ା ଥିଲା। ସ୍ବାମୀ ଓ ପିଲାଙ୍କୁ ନେଇ ମୁଁ ଜୀବନ ଅତିବାହିତ କରିଥାନ୍ତି। ବିବାହ ପାଇଁ ମଧ୍ୟ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ସେ ଫୋନ କରି ତୁମକୁ ବିବାହ କରିପାରିବି ନାହିଁ ବୋଲି କହିଥିଲେ। ସେ ଏଭଳି କାହିଁକି କଲେ ତାହା ଜାଣିପାରି ନ ଥିଲେ ନୀନା। କିଂ କର୍ତ୍ତବ୍ୟ ବିମୂଢ଼ ହୋଇ ସେ ନିରବ ରହି ଜୀବନରେ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ନୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri