କରୋନା କଟକଣା ମଧ୍ୟରେ ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ

କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ ମନ୍ଦିର ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିରରେ ମଧ୍ୟ ଅନୁରୂପ ଭାବେ ଶିବ ପାର୍ବତୀଙ୍କ ବିବାହ ମଙ୍ଗଳବାର ରାତିରେ ଅନୁଷ୍ଠିତ ହୋଇଥିଲା। ପ୍ରତିବର୍ଷ ଏହି ବିବାହ ଉତ୍ସବ ବେଶ୍‌ ଧୂମ୍‌ଧାମରେ ପାଳିତ ହେଉଥିବା ବେଳେ ଚଳିତ ବର୍ଷ ମହାମାରୀ କରୋନା ଯୋଗୁ କେବଳ କିଛି ଲୋକଙ୍କୁ ନେଇ ବିନା ଭକ୍ତରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ବର ପିତା ମାତା ଓ କନ୍ୟା ପିତା ମାତା ସହ ଅଳ୍ପ କିଛି ଲୋକଙ୍କୁ ନେଇ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ତେବେ ପୂର୍ବ ରୀତି ନୀତି ଅନୁଯାୟୀ ଏହି ବିବାହ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri