କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୪୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ମୃତ୍ୟୁ ହୋଇଛି। ସେହିପରି କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ଜିଲାରୁ ୪ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, ଜଗତସିଂହପୁର ଓ କାଳାହାଣ୍ଡିରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ବୌଦ୍ଧ ଓ ସୁବର୍ଣ୍ଣପୁରରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, ଢ଼େଙ୍କାନାଳ, ନବରଙ୍ଗପୁର, ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri