Posted inଖେଳ

‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା ପରେ ଟିମ ଇଣ୍ଡିଆ ଅଲଆଉଟ ହୋଇଥିଲା। ଦଳ ୬୮ ରନ ପାଇଁ ଶେଷ ୭ ଉଇକେଟ ହରାଇଥିଲା। ଏହାର ଜବାବରେ ନ୍ୟୁଜିଲାଣ୍ଡ ତୃତୀୟ ଦିନ ଖେଳ ଶେଷ ହେବା ବେଳକୁ ୨ ଉଇକେଟ୍‌ ହରାଇ ୧୦୧ ରନ ସଂଗ୍ରହ କରିଥିଲା। ଡିଭନ କନୱେ ୫୪ ଏବଂ ଟମ ଲାଥାମ ୩୦ ରନରେ ଆଉଟ୍‌ ହୋଇଛନ୍ତି।
ନ୍ୟୁଜିଲାଣ୍ଡ ଇନିଂସର ୨୮ ଓଭରର ତୃତୀୟ ବଲରେ ଇଶାନ୍ତ ଶର୍ମା ଡିଭନ କନୱେଙ୍କ ବିରୋଧରେ ଦୃଢ ଏଲବିଡବ୍ଲୁ ଆବେଦନ କରିଥିଲେ। କିନ୍ତୁ ଅମ୍ପାୟାର ବ୍ୟାଟ୍ସମ୍ୟାନଙ୍କୁ ଆଉଟ ଦେଇ ନ ଥିଲେ। ତେବେ ରିପ୍ଲାଏରେ ଏହା ସ୍ପଷ୍ଟ ହୋଇଥିଲା ଯେ ବଲ୍‌ ବ୍ୟାଟରେ ନ ବାଜି ରିଷଭ ପନ୍ତଙ୍କ ହାତକୁ ଯାଇଥିଲା। ଏହା ପରେ ମଧ୍ୟ ଇଶାନ୍ତ ଅମ୍ପାୟାରଙ୍କୁ ଅପିଲ୍‌ କରିଥିଲେ। ଏହା ଉପରେ ବିରାଟ କୋହଲି କହିଥିଲେ ଯେ ଆପଣ ଅମ୍ପାୟାରଙ୍କୁ ପଚାରୁଛ ନା ଗାଳି କରୁଛ। ଭାରତୀୟ ଦଳ ଏହି ମ୍ୟାଚ୍‌ରେ ତିନି ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା, ମହମ୍ମଦ ଶାମି ଏବଂ ଇଶାନ୍ତଙ୍କ ଏହି ମ୍ୟାଚରେ ଅବତରଣ କରିଛି। ଆର ଅଶ୍ୱିନ ଏବଂ ରବିନ୍ଦ୍ର ଜାଡେଜା ସ୍ପିନର ଭାବରେ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri