Posted inଖେଳ

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ ଭାରତୀୟ ଦଳକୁ ପ୍ରଶଂସା କରିଛନ୍ତି। ବର୍ଷା ବାଧାପ୍ରାପ୍ତ ଡବ୍ଲୁଟିସି ଫାଇନାଲରେ ନ୍ୟୁଜିଲାଣ୍ଡ ଦଳ ଭାରତକୁ ୮ ଉଇକେଟରେ ପରାସ୍ତ କରି ଚାମ୍ପିଅନ ହୋଇଛି। ଟେଷ୍ଟ କ୍ରିକେଟ ଇତିହାସର ୧୪୪ ବର୍ଷ ମଧ୍ୟରେ ଏହା ପ୍ରଥମ ଥିଲା ଯେତେବେଳେ ଏହି ଚାମ୍ପିଅନସିପ ଆୟୋଜିତ ହୋଇଥିଲା।
ଆଇସିସି ଟ୍ରଫି ଜିତିବା ପରେ ୱିଲିୟମସନ କହିଛନ୍ତି ଯେ, ମୁଁ ବିରାଟ ଏବଂ ଭାରତୀୟ ଦଳକୁ କୃତଜ୍ଞତା ଜଣାଉଛି। ସେମାନେ ଏକ ଅବିଶ୍ୱସନୀୟ ଦଳ, ଆମେ ଜାଣିଥିଲୁ ଏହା କେତେ ଚ୍ୟାଲେଞ୍ଜ ହେବ। ମୁଁ ଖୁସି ଯେ ଆମ ଦଳ ଏହି ବିଜୟ ସକ୍ଷମ ହୋଇଛି। ଏହା ଏକ ବିଶେଷ ଅନୁଭବ। ଆମର କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଆମେ ଏକ ବିଶ୍ୱ ଟାଇଟଲ ଜିତିଛୁ। ଗତ ଦୁଇ ବର୍ଷ ମଧ୍ୟରେ ଆମ ଦଳ ସହିତ ଜଡିତ ପ୍ରତ୍ୟେକ ଖେଳାଳି ଏଥିରେ ଏକ ବଡ଼ ଭୂମିକା ଗ୍ରହଣ କରିଛନ୍ତି। ଏହା ଏକ ବିଶେଷ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri