ଖାଦ୍ୟ ଅନ୍ବେଷଣରେ ଗାଁରେ ଦନ୍ତା

ଖଇରା, ୨୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଅଞ୍ଚଳକୁ ଖାଦ୍ୟ ଅନ୍ବେଷଣରେ ଏକ ଦନ୍ତା ପଶି ଆସିଥିବା ବେଳେ ବନବିଭାଗ ଉଦ୍ୟମରେ ତାକୁ ପ୍ରଥମେ ବଣିଆପଙ୍କ ଓ ପରେ ହଦଗଡ ଜଙ୍ଗଲକୁ ଘଉଡାଇ ଦିଆଯାଇଛି ା ହାତୀଟି ରାତିରେ ଗଣିଜାଙ୍ଗ ସନ୍ଧାଡ ଅଞ୍ଚଳ ଦେଇ ବର୍ତ୍ତନା ଗ୍ରାମର କରୁଣାକର ପାଣିଗ୍ରାହୀଙ୍କ ବାଡି ଭିତରେ ପ୍ରବେଶ କରିଥିଲା ା ପରେ କୁପାରୀ ଫରେଷ୍ଟର ସୌମ୍ୟରଞ୍ଜନ ମାଝି ଓ ଗାର୍ଡ ସଞ୍ଜୟ କୁମାର ମହାନ୍ତି ସବୁଜ ବାହିନୀ ସଦସ୍ୟଙ୍କ ସହାୟତାରେ ତାକୁ ବୁଧବାର ସକାଳେ ପ୍ରଥମେ ବଣିଆପଙ୍କ ଜଙ୍ଗଲକୁ ଘଉଡାଇ ଦେଇଥିଲେ। ସନ୍ଧ୍ୟାରେ କେନ୍ଦୁଝର ବନ କର୍ମଚାରୀଙ୍କ ପ୍ରଚେଷ୍ଟାରେ ହଦଗଡ ଜଙ୍ଗଲକୁ ବାହୁଡି ଯାଇଥିବାର ଜଣା ଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri