Odisha Elections 2024

ଏଇ ଭାରତରେ

ନିଜ ଜୀବନରେ ଯାହା ଘଟିିଥିଲା ତାହା ଅନ୍ୟମାନଙ୍କ ଜୀବନରେ ନ ଆସୁ- ଏମିତି ଭାବନା ନେଇ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି ମହାରାଷ୍ଟ୍ରର ଅନୁରାଧା ଭେଁାସଲେ। ମାତ୍ର ୬ ବର୍ଷ ବୟସରେ ଅନୁରାଧା ଶିଶୁ ଶ୍ରମିକ ଭାବେ କାମ କରି ପେଟପୋଷିବା ଆରମ୍ଭ କରି ବହୁ ଘାତପ୍ରତିଘାତ ମଧ୍ୟରେ ଜିଇ ଏବେ ସେ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରୁଛନ୍ତି। ଅନୁରାଧାଙ୍କ ବୟସ ୫୨। ୨୪ ବର୍ଷ ହେବ ସେ ଏହି କାର୍ଯ୍ୟ କରି ଆସୁଛନ୍ତି। ଏବେ ସୁଦ୍ଧା ଅନୁରାଧା ୯,୦୦୦ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ସାରିଲେଣି। ‘ଅବନି’ ଏନ୍‌ଜିଓ ପ୍ରତିଷ୍ଠା କରି ସେ ଏହି ଅଭିଯାନ ଚଳାଉଛନ୍ତି। ସେ ପିଲାମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦେଉଛନ୍ତି। ଏବେ ସୁଦ୍ଧା ଏମାନଙ୍କ ମଧ୍ୟରୁ ୧,୦୦୦ ପିଲା ସ୍କୁଲ ଯାଉଛନ୍ତି । ପ୍ରଥମେ ୧୯୯୫ରେ ସେ ଏକ ଇଟାଭାଟିରୁ ୭ରୁ ୧୫ ବର୍ଷ ବୟସର ୧୧ ଜଣ ପିଲାଙ୍କୁ ଉଦ୍ଧାର କରିଥିତ୍ଲେ ଓ ତା’ ପରଠାରୁ ସେ ଆଉ କେବେ ବି ଅଟକି ନାହାନ୍ତି। ଶ୍ରମିକ ଭାବେ ଶିଶୁଙ୍କୁୁ ଖଟାଉଥିତ୍ବା ଲୋକମାନଙ୍କ ବିରୋଧରେ ବି ଅଭିଯାନ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସୁନାଗହଣା ପ୍ରତି ସମସ୍ତଙ୍କର ରହିଥାଏ ଭିନ୍ନ ଏକ ଆକର୍ଷଣ। ବର୍ତ୍ତମାନ ପରିସ୍ଥିତିରେ ସୁନାର ମୂଲ୍ୟ ଯେଉଁଭଳି ବୃଦ୍ଧି ପାଉଛି ସେତେବେଳେ ସୁନା ଟିକିଏ ପାଇଁ ଲୋକଙ୍କ...

ଆଦିବାସୀ ମହିଳା ସଶକ୍ତୀକରଣ ଓ ଏଆଇ

ଡ. ଅନ୍ତର୍ଜିତା ନାୟକ   ଆମେ ସମସ୍ତେ ଜାଣୁ ଯେ ଆଦିବାସୀ ସମ୍ପ୍ରଦାୟ ନିଜର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଲାଗି ସଦାସର୍ବଦା ଆଗରେ ଓ...

ଭୋଟଦେବା ଓ ନିର୍ବାଚନ ଅଲଗା କଥା

ସହଦେବ ସାହୁ   ଆମ ଦେଶର ରାଜନୈତିକ ଦଳଗୁଡ଼ିକ ଭୋଟରମାନଙ୍କୁ ବୋକା ବନେଇ ଦେଲେଣି, ଗୋଡ଼ତଳେ ଚୋରାବାଲି ଆମକୁ ପାଣିରେ ବୁଡ଼େଇଦେଲାଣି, ତଥାପି ଆମେ (ଭୋଟରମାନେ)...

ସଙ୍କୁଚିତ ସ୍ୱାଧୀନତା

ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ ଦିଲ୍ଲୀ ପୋଲିସ ୭ ମାସ ତଳେ ନ୍ୟୁଜ୍‌କ୍ଲିକ୍‌ର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ପ୍ରବୀର ପୁରକାୟସ୍ତଙ୍କୁ ଗିରଫ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ସଫଳତାର ମୂଳମନ୍ତ୍ର, ଯାହା ପ୍ରମାଣ କରି ଦେଖାଇଛନ୍ତି ବେଙ୍ଗାଲୁରୁର ଡ. କେ.ଏସ୍‌. ରଜାନ୍ନା। ପୋଲିଓ ଆକ୍ରାନ୍ତ ହୋଇ ମାତ୍ର ୧୧ ବର୍ଷ ବୟସରେ...

ଯୋଗ୍ୟ ପ୍ରାର୍ଥୀ

ରବିନାରାୟଣ ସାମଲ ସାଧାରଣ ନିର୍ବାଚନରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରିବା ଏକ ଜଟିଳ କାର୍ଯ୍ୟ। କାରଣ ଅଧିକାଂଶ ଭୋଟର ପ୍ରାର୍ଥୀଙ୍କ ବିଷୟରେ ସବିଶେଷ ଜାଣନ୍ତି ନାହିଁ।...

ରାସ୍ତାକଡ଼ର ଜୀବନ

ଅଧ୍ୟାପକ ନିରଞ୍ଜନ ପାଢ଼ୀ ସମୟ: ଏଇ ବୈଶାଖ ମାସର ମଧ୍ୟାହ୍ନ। ସ୍ଥାନ: ରାଜଧାନୀର ଏକ କଲୋନି ଅଞ୍ଚଳର ରାସ୍ତାକଡ଼। ଦୃଶ୍ୟ: ମୁଣ୍ଡ ଉପରେ ଦାଉ ଦାଉ...

ବ୍ୟର୍ଥ ଏନ୍‌ଏଚ୍‌ଆର୍‌ସି

ଚଳିତ ବର୍ଷ ମେ ୧୩ରେ ‘ଜାତିସଂଘ ସହ ଜଡ଼ିତ ସଂସ୍ଥା ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭାରତର ଏନ୍‌ଏଚ୍‌ଆର୍‌ସି ମାନ୍ୟତାକୁ ସ୍ଥଗିତ ରଖିଛି’ ଶୀର୍ଷକ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri