ଗଞ୍ଜାମ ଜିଲାରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା : ଆଜି ୨ ମୃତ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ପୁଣି ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରେ ୭୯ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୩୨୭ ଜଣଙ୍କ ପ୍ରାଣ ଯାଇଛି। ଜିଲାରେ ରବିବାର ଆଉ ୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri