ସୋସିଆଲ ମିଡିଆରେ ଶ୍ୱେତା ଶେୟାର କଲେ ଝିଅ ପଲକଙ୍କ ଫଟୋ, ଲେଖିଲେ ଏମିତି କିଛି…

ମୁମ୍ବାଇ: ‘ଖତ୍‌ରୋଁ କେ ଖିଲାଡି -୧୧’ର ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରୁହନ୍ତି। ଏହି ଅଭିନେତ୍ରୀ ଝିଅ ପଲକଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଶ୍ୱେତା ଝିଅ ପଲକଙ୍କର ବିଟିଏସ୍‌ ଭିଡିଓ ଶେୟାର କରିଛନ୍ତି। ପଲକ ଏହି ଭିଡିଓରେ ଖୁବ୍‌ ଆକର୍ଷଣୀୟା ଦେଖା ଯାଉଛନ୍ତି। ତାଙ୍କର ଷ୍ଟାଇଲ୍‌ ଦେଖିଲେ ଯେ କେହି ପାଗଳ ହୋଇଯିବ। ପ୍ରଶଂସକମାନେ ମଧ୍ୟ ପଲକଙ୍କର ଫଟୋକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫଟୋରେ ଭଲ ଭଲ କମେଣ୍ଟ ବି ପଲକଙ୍କୁ ମିଳିଛି।

ଫଟୋ ଶେୟାର କରି ଶ୍ୱେତା କ୍ୟାପଶନ ଲେଖିଛନ୍ତି, ସୁନ୍ଦର କରାଯାଏ ନାହିଁ, ଜନ୍ମରୁ ହିଁ ସୁନ୍ଦର ହୋଇଥାନ୍ତି। ଶ୍ୱେତା ତାଙ୍କ ଝିଅକୁ ନେଇ ନିଜକୁ କେତେ ଗର୍ବିତ ମନେ କରନ୍ତି ତାହା ତାଙ୍କ ଭଲ ପାଇବାରୁ ଜଣାପଡୁଛି।

ପଲକ ମଧ୍ୟ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରୁହନ୍ତି। ସେ ତାଙ୍କ ପ୍ରଶଂସକମାନଙ୍କ ପାଇଁ କିଛି କିଛି ସୁନ୍ଦର ଫଟୋ ଶେୟାର କରିଥାନ୍ତି। ପଲକ ଯେବେ ବି ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରନ୍ତି ତାହା ପ୍ରଶଂସକଙ୍କ ହୃଦୟରେ ଏକପ୍ରକାର ନିଆଁ ଲଗାଇଦିଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri