ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଅଟକିଗଲା ସମସ୍ତଙ୍କ ନଜର: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର ପୋଷାକରେ ବହୁତ ସୁନ୍ଦର ଦେଖାଯାଉଥିଲେ। ପ୍ରିୟଙ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ୟାରେଡରେ ଅଂଶଗ୍ରହଣ ବିଷୟରେ ସୂଚନା ଦେଇଥିଲେ। ପ୍ରିୟଙ୍କା ଏହି ଫଟୋ ଶେୟାର କରି କ୍ୟାପସନରେ ଲେଖିଛନ୍ତି, ଖୁସି ଅନୁଭବ କରୁଛି। ପ୍ରାଇଡ ପ୍ୟାରେଡରେ ଯୋଗଦେବା ପାଇଁ ଏକ ପୁରା ସ୍ଲିଭ ଟପ ଏବଂ ହାଇ ସ୍ଲିଟ ସ୍କର୍ଟ ପିନ୍ଧିଥିଲେ ପ୍ରିୟଙ୍କା। ସେ ଏହି ସୁନ୍ଦର ଧଳା ପୋଷାକ ସହିତ ମେଳ ଖାଉଥିବା ପିଭିସି ହିଲ ପିନ୍ଧିଥିଲେ। ତେବେ ତାଙ୍କ ଏହି ଟପ୍‌ ଆରୋନ ଇଣ୍ଟରନ୍ୟାସନାଲ ବ୍ରାଣ୍ଡର ଅଟେ ଏବଂ ଏହାର ମୂଲ୍ୟ ୧୭ ହଜାର ୨୫୬ ଟଙ୍କା ଥିବାବେଳେ ସ୍କର୍ଟ ୨୦ ହଜାର ୨୬୩ ଟଙ୍କା। ପ୍ରିୟଙ୍କା ଏକ ସୁନା ଘଣ୍ଟା, ସୁନ୍ଦର ସୁନା ବ୍ରେସଲେଟ ଏବଂ ହାତରେ ମୁଦି ପିନ୍ଧି ବହୁତ ସୁନ୍ଦର ଦେଖାଯାଉଥିଲେ। ହଲିଉଡ ବ୍ରାଣ୍ଡର ଅନେକ ଡିଜାଇନର୍‌ ଏବଂ ସେଲିବ୍ରିଟି ପ୍ରିୟଙ୍କା ଚୋପ୍ରାଙ୍କ ଲୁକ୍‌ସକୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri