Posted inଖେଳ

ଚତୁର୍ଥ ଷ୍ଟେଜ୍‌ ଜିତିଲେ କାଭେଣ୍ଡିସ୍‌

ପ୍ୟାରିସ, ୩୦ା୬ ବ୍ରିଟେନର ମାର୍କ କାଭେଣ୍ଡିସ ଟୁର୍‌ ଡି’ ଫ୍ରାନ୍ସର ଚତୁର୍ଥ ଷ୍ଟେଜ୍‌ ଜିତିଛନ୍ତି। ୫ ବର୍ଷରେ ଏହା ହେଉଛି ତାଙ୍କର ପ୍ରଥମ ଏବଂ ଟୁର୍‌ରେ ମୋଟ ଉପରେ ଏହା ହେଉଛି ତାଙ୍କର ୩୧ତମ ଷ୍ଟେଜ୍‌ ବିଜୟ। ମଙ୍ଗଳବାର ରେଡନଠାରୁ ଫୋଗର୍ସ ୧୫୦.୪ କିଲୋମିଟର ଦୂରତା ବିଶିଷ୍ଟ ଏହି ରେସ୍‌ରେ କାଭେଣ୍ଡିସଙ୍କ ପଛକୁ ଯଥାକ୍ରମେ ନାସେର ବୋହାନି ଓ ଜାସ୍ପର ଫିଲିପ୍‌ସେନ୍‌ ରହିଥିଲେ। ଡଚ୍‌ ରାଇଡର ମାଥ୍ୟୁ ଭାନ୍‌ ଡର ପୋଏଲ ଓଭର ଅଲ୍‌ ଲିଡର ଭାବେ ୟେଲୋ ଜର୍ସି ବଜାୟ ରଖିଥିଲେ। ଆଉ ୩ଟି ଷ୍ଟେଜ୍‌ ଜିତିଲେ ଡିସେନିକ୍‌-କ୍ୱିକ୍‌-ଷ୍ଟେପ୍‌ ଟିମ୍‌ର କାଭେଣ୍ଡିସ୍‌ ଏଡି ମର୍‌କକ୍ସଙ୍କ ସର୍ବକାଳୀନ ୩୪ ଷ୍ଟେଜ୍‌ ବିଜୟର ସମକକ୍ଷ ହେବେ। ସୋମବାର ତୃତୀୟ ଷ୍ଟେଜ୍‌ ରେସ୍‌ ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କେତେଜଣ ରାଇଡର ବିକ୍ଷୋଭ ପ୍ରଦର୍ଶନ କରିବାରୁ ରେସ୍‌ ୧ ମିନିଟ ଅଟକି ଥିଲା। ସେମାନଙ୍କ ମଧ୍ୟରେ ଜରେଣ୍ଟ ଥୋମାସ ଓ ୨୦୨୦ ରନର୍ସଅପ୍‌ ପ୍ରିମୋଜ ରୋଗ୍ଲିିକ୍‌ ଅନ୍ୟତମ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri