Odisha Elections 2024
Posted inଫୁରସତ

କନ୍ୟାଙ୍କ ହାତ ଜିତିବା ପାଇଁ ସ୍ବଂୟବରରେ ଧନୁ ଭାଙ୍ଗିଲେ ବର

ଭଗବାନ ରାମ ସ୍ବଂୟବରରେ ମା’ ସୀତାଙ୍କୁ ବିବାହ କରିବା ପାଇଁ ଭଗବାନ ଶିବଙ୍କ ଧନୁ ଭାଙ୍ଗିଥିଲେ ବୋଲି ରାମାୟଣରେ ବର୍ଣ୍ଣିତ ଅଛି। ଠିକ୍‌ ସେହିଭଳି ବିହାରର ସରନ ଜିଲାର ସୋନପୁର ବ୍ଲକ ସବଲପୁର ଅଞ୍ଚଳରେ ଆୟୋଜିତ ହୋଇଥିଲା ଧନୁଷ ସ୍ବଂୟବର। ତେବେ ଏଥିରେ ରାମାୟଣ ଭଳି କନ୍ୟାଙ୍କ ହାତ ଜିତିବା ପାଇଁ ବହୁ ପ୍ରତିଦ୍ୱନ୍ଦ୍ୱୀ ନ ଥିଲେ। ଧନୁ ଭାଙ୍ଗିବା ପୂର୍ବରୁ ଭଗବାନ ଶିବଙ୍କୁ ସ୍ମରଣ କରିଥିଲେ ଏକମାତ୍ର ବର ପ୍ରାର୍ଥୀ। ଧନୁ ଭାଙ୍ଗିବା ପରେ ବରଙ୍କ ଉପରେ ଫୁଲ ବର୍ଷା କରିଥିଲେ ଉପସ୍ଥିତ ଥିବା ଅତିଥି। ଏହାପରେ ବର ଓ କନ୍ୟା ପରସ୍ପରକୁ ଫୁଲମାଳ ପିନ୍ଧାଇଥିଲେ। ଏହି ବିବାହର ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି।

ଏହି ବିବାହକୁ ନେଇ ଜିଲାରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ବିବାହ ଉତ୍ସବରେ କୋଭିଡ୍‌ ନିୟମର ପାଳନ ହୋଇ ନ ଥିଲା। ଏହାର ପ୍ରମାଣ ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ହକର ଦିବସ

ପ୍ରତିବର୍ଷ ମେ’ ୨୬ ତାରିଖକୁ ବିଶ୍ୱ ହକର ଦିବସ ଭାବେ ପାଳନ କରାଯାଉଛି। ବିଶ୍ୱର କୋଣ ଅନୁକୋଣରେ ହକରମାନେ ନିରବଚ୍ଛିନ୍ନ ଭାବେ ଲୋକଙ୍କ ସେବାରେ ନିଜକୁ...

କାହିଁକି ଅଧା ରହିଗଲା ମୁଖ୍ୟମନ୍ତ୍ରୀଙ୍କ ପ୍ରେମ କାହାଣୀ

ବେଙ୍ଗାଲୁରୁ,୨୫।୫: କନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ନିକଟରେ ତାଙ୍କ ପ୍ରେମ କାହାଣୀକୁ ମନେ ପକାଇ ଅନେକ ରହସ୍ୟ ପ୍ରକାଶ କରିଛନ୍ତି। ଯାହା ଅନେକ ଲୋକଙ୍କୁ ଚକିତ କରି...

ଜାହାଜର ୧୦ ଟଙ୍କିଆ ନୋଟ୍‌ ନିଲାମ ହେବ

ନୂଆଦିଲ୍ଲୀ: ୧୯୧୮ରେ ବ୍ରିଟିଶ୍‌-ଭାରତୀୟ ମୁଦ୍ରା, ଗୋଳାବାରୁଦ ଓ ଅନ୍ୟାନ୍ୟ ସାମଗ୍ରୀ ନେଇ ବମ୍ବେରୁ ଲଣ୍ଡନ ଯାଉଥିବା ଏସ୍‌ଏସ୍‌ ଶିରାଲା ନାମକ ଜାହାଜ ଜର୍ମାନ ୟୁ-ବୋଟ୍‌ରୁ ଛଡ଼ାଯାଇଥିବା...

ଆଖି ବୁଜିଲା କାବୋସୁ,ମେମେ ଜଗତରେ ପକାଇଥିଲା ଚହଳ

ସୋସିଆଲ ମିଡିଆରେ ଲୋକପ୍ରିୟ ଜାପାନୀ କୁକୁର ‘କାବୋସୁ’ର ମୃତ୍ୟୁ ହୋଇଛି। ତାକୁ ୧୯ ବର୍ଷ ହୋଇଥିଲା। ଏକ ବ୍ଲଗ୍‌ ପୋଷ୍ଟରେ ତାର ମୃତ୍ୟୁକୁ ନେଇ ମାଲିକ...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଓସ୍‌ମା ବିନ୍‌ ବିୟର, ଦାମ୍‌ ରହିଛି…

ଲଣ୍ଡନ,୨୩ା୫: ଭାରତର ଅନ୍ୟତମ କୁଖ୍ୟାତ ଆତଙ୍କବାଦୀ ନେତା ଓସ୍‌ମା ବିନ୍‌ ଲାଡେନଙ୍କ ନାମରେ ଏକ ବିୟର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ବିୟର ସୋସିଆଲ...

ଜଳବାୟୁ ପରିବର୍ତ୍ତନ ଆଣୁଛି ଭୟଙ୍କର ଟର୍ବୁଲେନ୍ସ, ବିମାନ ଭିତରେ ନିଜ ସିଟ୍‌ରୁ ଉଡ଼ିବାରେ ଲାଗୁଛନ୍ତି ଯାତ୍ରୀ…

ନୂଆଦିଲ୍ଲୀ,୨୩।୫:  ଯାତ୍ରାବେଳେ ଉଚ୍ଚ ଆକାଶରେ ବିମାନ ଟର୍ବୁଲେନ୍ସକୁ ସାମ୍ନା କରିବା ସ୍ବାଭାବିକ। କିନ୍ତୁ ଯାତ୍ରୀ ମୃତାହତ ହେବା ଭଳି ସିଭିଅର୍‌ ଟର୍ବୁଲେନ୍ସ ବିରଳ। ଏହି କାରଣରୁ...

ଜୁନ୍‌ ୩ରେ ଆକାଶରେ ଧାଡ଼ିବାନ୍ଧିବେ ୬ ଗ୍ରହ, ଭୋରରେ ଦେଖିହେବ ଏହି ବିରଳ ଜାଗତିକ ଦୃଶ୍ୟ

ଜୁନ୍‌ ୩ରେ ସୌରଜଗତର ୬ ଗ୍ରହ ଗୋଟିଏ ଧାଡ଼ିରେ ଦୃଶ୍ୟ ହେବେ। ସେଦିନ ଭୋର ସମୟର ଆକାଶରେ ଏହି ବିରଳ ଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ...

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ କଇଁଛ ଦିବସ…

ବିଶ୍ୱ କଇଁଛ ଦିବସ ପ୍ରତିବର୍ଷ ମେ’ ୨୩ରେ ପାଳନ କରାଯାଇଥାଏ। କଇଁଛ ପୃଥିବୀର ଦୀର୍ଘଦିନ ବଞ୍ଚୁଥିବା ଜୀବ ଅଟେ। ମାତ୍ର ଏବେ ଏହାର ଅନେକ ପ୍ରଜାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri