ତୃତୀୟଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଲିସା ହେଡେନ୍‌ ତୃତୀୟଥର ପାଇଁ ମା’ ହୋଇଛନ୍ତି। ଏହି ଖୁସି ଖବର ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଢଙ୍ଗରେ ଦେଇଛନ୍ତି। ଲିସା ଇନଷ୍ଟାଗ୍ରାମରେ ଶେୟାର କରିଥିବା ଏକ ଭିଡିଓ ଉପରେ ମନ୍ତବ୍ୟ ଦେଇ ତାଙ୍କର ଜଣେ ପ୍ରଶଂସକ ପଚାରିଥିଲେ, ତୁମରର ୩ ଛୋଟ ପିଲା କେଉଁଠାରେ ଅଛନ୍ତି। ଏହାର ଉତ୍ତରରେ ୩ କହିଥିଲେ ମୋ ବାହୁରେ ଅଛନ୍ତି। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଲିସା ତୃତୀୟ ଥର ପାଇଁ ମା’ ହୋଇଛନ୍ତି, କିନ୍ତୁ ସେ ଲିଙ୍ଗ ପ୍ରକାଶ କରିନାହାଁନ୍ତି। ଯଦିଓ ଲିସା ତାଙ୍କ ଇନଷ୍ଟା ପୋଷ୍ଟରେ ଅନେକ ଥର କହିଥିଲେ ଯେ ସେ ଏକ ଝିଅକୁ ଜନ୍ମ ଦେବାକୁ ଯାଉଛନ୍ତି। ଗର୍ଭାବସ୍ଥାରେ ଲିସା ସୋସିଆଲ ମିଡିଆରେ ନିଜର ଗ୍ଲାମର ଷ୍ଟାଇଲ ଫଟୋ ଶେୟାର କରିଥିଲେ। ୨୦୧୬ରେ ଲିସା ଡିନୋ ଲାଲଭାନୀଙ୍କୁ ବିବାହ କରିଥିଲେ। ୨୦୧୭ ପ୍ରଥମ ସନ୍ତାନ, ୨୦୧୯ରେ ଦ୍ୱିତୀୟ ସନ୍ତାନ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri