ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୂଅରେ…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର ସରକାରଙ୍କ ମେଗା ପାଇପ୍‌ ପ୍ରକଳ୍ପ ଅଧୀନରେ…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ କରିବେ ବୋଲି ହ୍ବାଇଟ ହାଉସ ଘୋଷଣା…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭତ୍ତି କରି ଜିଲା…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ ଖବରରେ ଥିବାବେଳେ, ସୀମା ରେଖା ବାହାରେ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ଯଦି ସେମାନେ ଶୀଘ୍ର ଏକ ଚୁକ୍ତି ପାଇଁ ରାଜି…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ପବନ ଫଳରେ ଅନେକ ସ୍ଥାନରେ ଡ଼ାଳ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ, ଯାହା ଦେଶବ୍ୟାପୀ ୧୭ଟି ସହରରେ ଆୟୋଜିତ ହେବ। ଏହି ସମୟ ମଧ୍ୟରେ ମୋଟ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ ଏଣିକି ମାଗଣା ରେଳ ସେବା ଯୋଗାଇ ଦିଆଯିବ। ସେନା ମେଡାଲ/ନୌସେନା ମେଡାଲ/ବାୟୁ ସେନା…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। କମ୍ପାନୀ ପେଟ୍ରୋଲ ମୂଲ୍ୟ ଲିଟର…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଇରାନ ସହିତ ସଂଘର୍ଷ ସମ୍ପର୍କରେ ହ୍ବାଇଟ ହାଉସ ପ୍ରେସ ସଚିବ କାରିନ…

ହର୍ମୁଜ ସଙ୍କଟ ନ ଯାଉଣୁ ପୁଣି ରାସ୍ତାରେ କଣ୍ଟା ବିଛାଇଲା ଇରାନ, ଏବେ ଛଟପଟ ହେବେ ସାରା ଦେଶ

ନୂଆଦିଲ୍ଲୀ,୨୬।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ, ହର୍ମୁଜ ପ୍ରଣାଳୀ ସବୁଠାରୁ ଚର୍ଚ୍ଚିତ ବିଷୟ ହୋଇଆସିଛି। ଏହାର ଗୁରୁତ୍ୱ ଏହି ଯେ ଏହା ସେହି ରାସ୍ତା ଯେଉଁଠାରୁ ବିଶ୍ୱର ୨୦% ଅଶୋଧିତ ତୈଳ ଏବଂ ଲକ୍ଷ ଲକ୍ଷ…

ଖାମେନେଇଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ବଡ଼ ଅଫର୍‌ ଦେଲା ଇରାନ? ଚମକାଇଲା…

ତେହରାନ,୨୬।୩: ଆଜି ମଧ୍ୟପ୍ରାଚ୍ୟରେ ସଂଘର୍ଷର ୨୭ତମ ଦିନ। ଇରାନର ସର୍ୱୋଚ୍ଚ ନେତା ଖାମେନେଇଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ହତ୍ୟା ପରେ ମଧ୍ୟ, ଇରାନ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ନିଜର ମତ ରଖିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍‌’ରେ ସେୟାର କରାଯାଇଥିବା ଏକ ପୋଷ୍ଟରେ ସେ ଘୋଷଣା କରିଛନ୍ତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri