Posted inଖେଳ

ଚର୍ଚ୍ଚାରେ ଥିଲା ରୋହିତଙ୍କ ଏହି ବିବାଦୀୟ ଆଚରଣ: ଅନୁଷ୍କାଙ୍କ ବିରୋଧରେ ଦିଆଯାଇଥିବା ବକ୍ତବ୍ୟକୁ…

ନୂଆଦିଲ୍ଲୀ,୩।୭: ୨୦୧୮ରେ ଇଂଲଣ୍ଡ ଗସ୍ତରେ ଯାଇଥିଲା ଭାରତୀୟ ଟିମ୍‌। ସେତେବେଳେ ବିବାଦରେ ଫସିଥିଲେ ଅଭିନେତ୍ରୀ ତଥା ସେତେବେଳେ ବିରାଟଙ୍କ ପ୍ରେମିକା ଥିବା ଅନୁଷ୍କା ଶର୍ମା। ଟିମ୍‌ ଇଣ୍ଡିଆ ଏବଂ ସପୋର୍ଟ ଷ୍ଟାଫ୍‌ ଲଣ୍ଡନରେ ଭାରତର ହାଇ କମିଶନରଙ୍କୁ ଭେଟିବାକୁ ଯାଇଥିଲା । ଏହି ସମୟରେ ଅନୁଷ୍କା ବିରାଟଙ୍କ ସହ ନଜର ଆସିଥିଲେ। ସବୁଠାରୁ ବଡ଼ କଥା ଥିଲା, ଅନୁଷ୍କା ସ୍ବାମୀଙ୍କ ସହ ଆଗରେ ଛିଡ଼ା ହୋଇଥିବା ବେଳେ ଉପଅଧିନାୟକ ଅଜିଙ୍କ୍ୟ ରାହାଣେ ପଛରେ ଛିଡ଼ା ହୋଇଥିଲେ। ଏହାର ଫଟୋ ଭାଇରାଲ ହେବା ପରେ କ୍ରିକେଟ ପ୍ରଶଂସକ ଅସନ୍ତୋଷ ପ୍ରକାଶ କରିଥିଲେ। ଏହା ଟିମ୍‌ ପରିଦର୍ଶନ ଥିଲା ପାରିବାରିକ ପରିଦର୍ଶନ ନୁହେଁ ବୋଲି ଲୋକମାନେ କହିଥିଲେ। ତେବେ ଏହି ଗସ୍ତରେ ରୋହିତ ଶର୍ମା ଭାରତୀୟ ଦଳର ଅଂଶବିଶେଷ ନ ଥିଲେ। ଏହାକୁ ନେଇ ସେ ଏକ ଟୁଇଟ୍‌ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ।

ଜଣେ ପ୍ରଶଂସକ ନିଜ ଟୁଇଟ୍‌ରେ ଲେଖିଥିଲେ, ‘ଅନୁଷ୍କା ରୋହିତଙ୍କ ସ୍ଥାନରେ ଯାଇଥିଲେ କି? ହଁ, ଭିନ୍ନ ଖେଳାଳିଙ୍କ ପାଇଁ ଭିନ୍ନ ନିୟମ।’ ଏହି ଟୁଇଟ୍‌କୁ ରୋହିତ ଲାଇକ୍‌ କରିଥିଲେ। ଫଳରେ ବିବାଦ ଉପୁଜିଥିଲା। ଏହାପରେ ସେ ଅନ୍ୟ ଏକ ଟୁଇଟ୍‌କୁ ପସନ୍ଦ କରିଥିଲେ, ଯେଉଁଥିରେ ରୋହିତଙ୍କ ଟେଷ୍ଟରେ ହାରାହାରି ୫୮.୧୯ ଷ୍ଟ୍ରାଇକ୍‌ ରେଟ୍‌ ରହିଛି, ଏହା ଦୁନିଆର ଯେକୌଣସି ସକ୍ରିୟ ବ୍ୟାଟ୍ସମ୍ୟାନ୍‌ଙ୍କଠାରୁ ଅଧିକ ବୋଲି ଲେଖାଥିଲା। ତେବେ ବିଶେଷକରି ଅନୁଷ୍କାଙ୍କ ବିପକ୍ଷରେ କରିଥିବା ଟୁଇଟ୍‌କୁ ଲାଇକ୍‌ କରିବାକୁ ନେଇ ସେ ବିବାଦ ମଧ୍ୟକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri