୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସାମିଲ ହେବେ। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ଆୟୋଜନ ହେବା ନେଇ ଆଲୋଚନା ହେବ।

ଗତବର୍ଷ ରଥଯାତ୍ରା କୋଭିଡ୍‌ କଟକଣା ମଧ୍ୟରେ ଶେଷ ହୋଇଥିବା ବେଳେ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ ଏପରି କଟକଣା ରଖିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ରଥକାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି। କେବଳ ଅପେକ୍ଷା ମହାପ୍ରଭୁଙ୍କୁ।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri