ପ୍ୟାରିସ, ୪ା୭: ଟୁର୍ ଡି ଫ୍ରାନ୍ସ ସାଇକେଲ ରେସ୍ର ୮ମ ଷ୍ଟେଜ୍ ବିଜେତା ହୋଇଛନ୍ତି ବେଲଜିୟମର ଡାଇଲାନ ଟେଅନ୍ସ। ଗତଥରର ଚାମ୍ପିୟନ ଟାଡେଜ ପୋଗାକାର ୟେଲୋ ଜର୍ସି ହାସଲ କରିଛନ୍ତି। ଡାଇଲାନଙ୍କଠାରୁ ୪୪ ସେକେଣ୍ଡ ପଛରେ ଇଅନ୍ ଇଜିଗିରେ ଏବଂ ମାଇକେଲ ଉଡ୍ସ ତୃତୀୟ ସ୍ଥାନ ଅଧିକାର କରିଥିଲେ। ୪୯ ସେକେଣ୍ଡ ପଛରେ ଥାଇ ପୋଗାକାର ଚତୁର୍ଥ ହୋଇଥିଲେ। ଅନ୍ୟପକ୍ଷରେ ୨୦୧୮ ବିଜେତା ବ୍ରିଟେନର ଜରେଣ୍ଟ ଥୋମାସ ଷ୍ଟେଜ୍ର ପ୍ରଥମ ଭାଗରେ ବାଦ୍ ପଡ଼ିଥିଲେ। ବାହାରିନ ଭିକ୍ଟୋରିଅସ ଟିମ୍ର ଡାଇଲାନ୍ ୧୫୦. ୮ କିଲୋମିଟର ବିଶିଷ୍ଟ ଏହି ରେସ୍କୁ ୩ ଘଣ୍ଟା ୫୪ ମିନିଟ୍ ୪୧ ସେକେଣ୍ଡରେ ଶେଷ କରିଥିଲେ।
ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...
ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ
ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...
କାହିଁକି ବାଦ୍ ପଡ଼ିଲେ ଗିଲ୍: ମୁହଁ ଖୋଲିଲେ ଅଗରକର
ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍ ବିଶ୍ୱକପ୍ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ
ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...
୭୫୩ ଦିନ ପରେ ସରିଲା ବନବାସ, ଟିମ୍ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...
ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!
ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...
Archives


