ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ରନ୍ଧା ମଦ, ପାଟ୍ରୋଲିଂବେଳେ ଧରିଲା ପୋଲିସ

ଭଦ୍ରକ ଅଫିସ,୪ା୭: ଜିଲା ଅବକାରୀ ବିଭାଗ ଭ୍ରାମ୍ୟମାଣ ଏକ ସ୍ବତନ୍ତ୍ର ଟିମ୍‌ ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ବୋଲେରୋ (ଓଆର-୦୧ଏଲ-୯୯୧୮) ମଧ୍ୟରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ନୀଳଗିରି ଥାନା ଅନ୍ତର୍ଗତ ଚତର ଗ୍ରାମର ରାକେଶ କୁମାର ମେଦିନରାୟଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଦୁଇଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଏନେଇ ଅବକାରୀ ବିଭାଗ ପକ୍ଷରୁ ୭୨/୨୧ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri