Posted inଜାତୀୟ

ଶିବ ସେନା ଆମ ଶତ୍ରୁ ନୁହେଁ- ଫଡ଼ନାଭିସ

ମୁମ୍ବାଇ,୪।୭: ଶିବ ସେନା ଆମ ଶତ୍ରୁ ନୁହେଁ। ସେମାନେ ଆମ ବନ୍ଧୁ। କିଛି ବିଷୟ ଉପରେ ଆମର ମତଭେଦ ଅଛି। ଦୁଇ ପୂର୍ବତନ ସହଯୋଗୀ ଦଳ ମଧ୍ୟରେ ପୁଣି ଥରେ ପ୍ୟାଚ୍‌ ହେବ କି ନାହିଁ, ତାହା ପରିସ୍ଥିତି ଉପରେ ନିର୍ଭର କରେ। ଏକ ସାକ୍ଷାତ୍‌କାରରେ ଭାଜପା-ଶିବ ସେନା ମେଣ୍ଟ ପୁଣି ଥରେ ଫେରିବ କି ପ୍ରଶ୍ନ କରାଯିବାରୁ ଉପରୋକ୍ତ ଉତ୍ତର ଦେଇଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଦେବେନ୍ଦ୍ର ଫଡ଼ନାଭିସ। ତାଙ୍କର ଏଭଳି ମନ୍ତବ୍ୟ ରାଜ୍ୟ ରାଜନୀତିକୁ ସରଗରମ କରି ଦେଇଛି।

”ଆମ ବନ୍ଧୁ ୨୦୧୯ ବିଧାନସଭା ନିର୍ବାଚନରେ ଆମ ସହ ମିଶି ଲଢ଼ିଥିଲେ। କିନ୍ତୁ ନିର୍ବାଚନ ପରେ ସେମାନେ ଅନ୍ୟ (କଂଗ୍ରେସ ଓ ଏନ୍‌ସିପି) ସହ ହାତ ମିଳାଇ ଥିଲେ, ଯେଉଁମାନଙ୍କ ବିପକ୍ଷରେ ଆମେ ନିର୍ବାଚନ ଲଢ଼ିଥିଲୁ “ ବୋଲି ଫଡ଼ନାଭିସ କହିଛନ୍ତି। ନିକଟରେ କଂଗ୍ରେସ ରାଜ୍ୟରେ ପରବର୍ତ୍ତୀ ନିର୍ବାଚନରେ ଏକାକୀ ଲଢ଼ିବ ବୋଲି ଘୋଷଣା କରିଥିଲା। କିନ୍ତୁ ଉଦ୍ଧବ ଠାକେରଙ୍କ ନେତୃତ୍ୱାଧୀନ ସରକାରର କାର୍ଯ୍ୟକାଳ ଶେଷ ନ ହେଲା ପର୍ଯ୍ୟନ୍ତ ଆମ ସମର୍ଥନ ତାଙ୍କ ସହ ଅଛି ବୋଲି ରାଜ୍ୟ କଂଗ୍ରେସ ମୁଖ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri