ହାତକୁ ଦୁଇ ହାତ ହେବେ ଟେଲି ଦୁନିଆର ଏହି ଲୋକପ୍ରିୟ ଯୋଡ଼ି; ଧାର୍ଯ୍ୟ ହେଲା ତାରିଖ, ଭାଇରାଲ ହେଉଛି…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବିଗ୍‌ବସ୍‌ ଫେମ୍‌ ଗାୟକ ରାହୁଲ ବୈଦ୍ୟ। ଟେଲିଭିଜନ ଅଭିନେତ୍ରୀ ଦିଶା ପରମାରଙ୍କ ହାତ ଧରିବେ ସେ। ଏବେ ଉଭୟଙ୍କ ବିବାହ ତାରିଖ ଫାଇନାଲ ହୋଇଛି। ଉଭୟ ନିଜର ସୋସିଆଲ ଆକାଉଣ୍ଟରେ ପ୍ରଶଂସକଙ୍କ ସହ ଖୁସିଖବରକୁ ବାଣ୍ଟିଛନ୍ତି।

ଦୀର୍ଘ ଦିନରୁ ରାହୁଲ ଦିଶାଙ୍କୁ ଡେଟ୍‌ କରୁଥିଲେ। ବିଶେଷକରି ବିଗ୍‌ବସ୍‌ ଘରେ ଥିବା ବେଳେ ରାହୁଲ ଦିଶାଙ୍କୁ ପ୍ରପୋଜ୍‌ କରି ଚର୍ଚ୍ଚାକୁ ଆସିଥିଲେ। ଏଥିରେ ହଁ ଭରିଥିଲେ ଦିଶା। ଧିରେ ଧିରେ ଉଭୟଙ୍କ ପ୍ରେମଗାଡ଼ି ଚାଲିଥିଲା। ଗତ କିଛି ଦିନ ଧରି ଉଭୟଙ୍କ ବିବାହ ନେଇ ଖବର ଶୁଣିବାକୁ ମିଳୁଥିବା ବେଳେ ଶେଷରେ ତାହା ହେବାକୁ ଯାଉଛି। ଆସନ୍ତା ଜୁଲାଇ ୧୬ରେ ବିବାହ ନେଇ ତାରିଖ ଧାର୍ଯ୍ୟ ହୋଇଛି। ଏନେଇ ଜଣାପଡ଼ିବା ପରେ ସେମାନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri