ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ପର୍ଯ୍ୟଟନ ମନ୍ତ୍ରୀ

ଗଞ୍ଜାମ,୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତରେ ଆସି ମା’ ଙ୍କ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହା ସହ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ମନ୍ଦିର ନିର୍ବାହୀ ଅଧିକାରୀ ଟି.କେ. ରେଡ୍ଡୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ସୀତାରାମ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ସେବାୟତଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri