ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,୮।୭: ୩ ଦିନ ପରେ ରଥଯାତ୍ରା। ଚଳିତ ବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭର୍ଚୁଆଲ ମାଧ୍ୟମରେ ଏକ ସମୀକ୍ଷା ବୈଠକ ବସିଥିଲା। ବୈଠକରେ ମହାପ୍ରଭୁଙ୍କ ସୂଚାରୁ ରୂପେ ନୀତିକାନ୍ତି ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭକ୍ତଙ୍କୁ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କ ସହ ସେବାୟତଙ୍କ ସହଯୋଗ କାମନା କରିଛନ୍ତି ।

ବୈଠକରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ପୋଲିସ ଡିଜି ଅଭୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି କନୱର ସିଂହ ପ୍ରମୁଖ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri