ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୭(ବ୍ୟୁରୋ): ରାଜଧାନୀରେ ସୋମବାର ଦୁଇଟି କ୍ୟାନସର ହସ୍ପିଟାଲ ପାଇଁ ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଟଣୀ ଅଞ୍ଚଳରେ ଥିବା ଇନ୍‌ଫୋସିଟି-୨ରେ ୨୦ରୁ ୨୫ ଏକର ଜମି ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର। ଏହି ହସ୍ପିଟାଲ ପାଇଁ ଚଳିତବର୍ଷ ଏପ୍ରିଲ ୧୪ରେ ଏକ ଏମ୍‌ଓୟୁ ବା ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା। ଦୁଇଟି ହସ୍ପିଟାଲର ନିର୍ମାଣ ପାଇଁ ସୁବ୍ରତ ବାଗ୍‌ଚୀ ଏବଂ ତାଙ୍କ ସ୍ତ୍ରୀ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା ଦାନ କରିଛନ୍ତି। ଏହି ହସ୍ପିଟାଲ ସରକାରଙ୍କ ନିୟନ୍ତ୍ରଣରେ ରହିବ। ଏହାର ପରିଚାଳନା ଦାୟିତ୍ୱ ନେବ ଶ୍ରୀ ଶଙ୍କର କ୍ୟାନସର ଫାଉଣ୍ଡେଶନ। ପ୍ରାଥମିକ ପର୍ଯ୍ୟାୟରେ ୨୫୦ ବେଡ୍‌ ରହିବ। ପରେ ଏହାକୁ ୫୦୦କୁ ବୃଦ୍ଧି କରାଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ ହସ୍ପିଟାଲ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସୁବତ ବାଗ୍‌ଚୀ, ସସ୍ମିତା ବାଗ୍‌ଚୀ, ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ପରିଚାଳନା ଟ୍ରଷ୍ଟି ଡ.ଶ୍ରୀନାଥ ବି.ଏସ୍‌ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri