Posted inରାଜ୍ୟ

ଟିକା ନେଇ ୨ ମାସର ଶିଶୁ ମୃତ

ଭଦ୍ରକ ଅଫିସ,୧୪।୭- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ବାଣିତିଆ ମୁକ୍ତିପଦା ଶାସନ ଗ୍ରାମର ଅରୁଣ ଦାସଙ୍କ ଦୁଇମାସର ପୁଅର ବୁଧବାର ସନ୍ଧ୍ୟାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଟିକା ନେବା ପରେ ପୁଅର ଜୀବନ ଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ପୋଲିସ ମେଡିକାଲରେ ମୁତୟନ ରହିଛି।
ପରିବାର ଲୋକଙ୍କ କହିବା ଅନୁଯାୟୀ, ମଧ୍ୟାହ୍ନରେ ଗଁା ସ୍କୁଲ ଟିକାକରଣ କେନ୍ଦ୍ରରେ ଶିଶୁପୁତ୍ରକୁ ହେପାଟାଇଟିସ୍‌-ବି ଟିକା ଦିଆଯାଇଥିଲା। ଅପରାହ୍ନରେ ତାକୁ ଜ୍ୱର ହେବାରୁ ସେମାନେ ଜିଲା ଚିକିତ୍ସାଳୟକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସାରେ ଶିଶୁର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ପରିବାର ଲୋକେ ଶିଶୁର ମୃତଦେହକୁ ଧରି ଡାକ୍ତରଖାନା ପରିସରରେ ଧାରଣା ଦେଇଥିଲେ। ରିପୋର୍ଟ ଲେଖା ହେବା ବେଳକୁ ଧାରଣା ଜାରି ରହିଥିଲା। ଏ ସମ୍ପର୍କରେ ଭାରପ୍ରାପ୍ତ ଜିଲା ଚିକିତ୍ସାଧିକାରୀ ଶିବାଶିଷ ମହାରଣାଙ୍କୁ ପଚାରିବାରୁ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri