ଗଗନୟାନ ଇଞ୍ଜିନର ସଫଳ ପରୀକ୍ଷା ପରେ ଏଲୋନ ମସ୍କଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫।୭: ଦେଶର ସବୁଠୁ ବଡ଼ ମହାକାଶ ମିଶନ ‘ଗଗନୟାନ’ କ୍ଷେତ୍ରରେ ସୋମବାର ପାଦେ ଆଗକୁ ବଢ଼ିଛି ଇସ୍ରୋ। ଭାରତୀୟଙ୍କୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ବିକାଶ ଇଞ୍ଜିନ(ଯାନ)ର ପରୀକ୍ଷା ସଫଳ ହୋଇଛି। ଏଥିଲାଗି ଭାରତୀୟ ମହାକାଶ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ)କୁ ଗୋଟିଏ ଶବ୍ଦରେ ଶୁଭେଚ୍ଛା ଜଣାଇଛନ୍ତି ସ୍ପେସ୍‌ ଏକ୍ସ ମୁଖ୍ୟ ଏଲୋନ ମସ୍କ।

ଟେସଲା କମ୍ପାନୀ ମୁଖ୍ୟ ଟୁଇଟ୍‌ରେ ଲେଖିଛନ୍ତି ‘ଶୁଭେଚ୍ଛା’। ଏଥିସହିତ ଭାରତର ଜାତୀୟ ପତାକାର ଇମୋଜିକୁ ମଧ୍ୟ ପୋଷ୍ଟ କରିଛନ୍ତି। ଆଉ ଏକ ଟୁଇଟ୍‌ରେ ଲେଖିଛନ୍ତି,“ଇସ୍ରୋ ପାଇଁ ବଡ଼ ସଫଳତା। ବହୁତ ପ୍ରଭାବଶାଳୀ”।

ତାମିଲନାଡୁର ମହେନ୍ଦ୍ରଗିରି ସ୍ପେସ୍‌ ଏଜେନ୍ସିର ପ୍ରୋପୁଲଶନ କମ୍ପ୍ଲେକ୍ସରେ ଇଞ୍ଜିନକୁ ୨୪୦ ସେକେଣ୍ଡ୍‌ ପାଇଁ ଚାଲୁ କରାଯାଇଥିଲା। ଏହି ଯନ୍ତ୍ରକୁ ନେଇ ଆମ ପୂର୍ବନୁମାନ କେତେ ଦୂର ଠିକ୍‌, ତାହା ଜାଣିବା ଥିଲା ଏହି ପରୀକ୍ଷାର ଉଦ୍ଦେଶ୍ୟ। ଫଳାଫଳ ଓ ଆମ ଆଶା ମଧ୍ୟରେ ଅଧିକ ପାର୍ଥକ୍ୟ ନାହିଁ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍‌ ୭ ମେ’ ୨୦୨୪ ରେ...

ରାହୁଲ ଗାନ୍ଧୀ ନେଲେ ବଡ଼ ନିଷ୍ପତ୍ତି, ବଢିପାରେ ଭାଜପାର ମୁସ୍କିଲ

ନୂଆଦିଲ୍ଲୀ,୭।୫: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରାହୁଲ ଗାନ୍ଧୀ କନ୍ନୌଜରେ ପ୍ରଚାର କରିବେ। ସମାଜବାଦୀ...

କେଜରିଓ୍ବାଲ ପ୍ରଚାର ନ କଲେ ଆକାଶ ଛିଣ୍ଡି ପଡିବନି

ନୂଆଦିଲ୍ଲୀ,୭।୫: ଦିଲ୍ଲୀର ଏକ୍ସାଇଜ ପଲିସି ଜାଲିଆତି ଅଭିଯୋଗରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନର ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ, ତାଙ୍କ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

ଅଜିତ ପାଓ୍ବାରଙ୍କ ଘରେ ପହଞ୍ଚିଲେ ସୁପ୍ରିୟା ସୁଲେ

ବାରାମତି,୭।୫: ଲୋକ ସଭା ନିର୍ବାଚନ ୦୨୪ର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ବାରାମତି ଆସନରେ ମଧ୍ୟ ମତଦାନ ଚାଲିଛି। ଏହି ଆସନ ଜାତୀୟ ସ୍ତରରେ ଆଲୋଚନାର ବିଷୟ...

୧୦୦ରୁ ୧୧୦୦ କୋଟି କେମିତି ହେଲା? କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri