ଦେଖାଯାଉଛି କି ବ୍ଲାକ୍‌ହେଡଶ୍‌ ସମସ୍ୟା

ବର୍ତ୍ତମାନ ସମୟରେ ପ୍ରଦୂଷଣଜନିତ ତ୍ୱଚା ସମସ୍ୟା ଦେଖାଯାଉଛି। ଏହା ମଧ୍ୟରୁ କଳାଦାଗ ବା ବ୍ଲାକ୍‌ହେଡଶ୍‌ ଅନ୍ୟତମ। ଯେତେବେଳେ ତ୍ୱଚା ତେଲିଆ, ବ୍ୟାକ୍ଟେରିଆ ଏବଂ ଡେଡ୍‌ ସ୍କିନ୍‌ ସମସ୍ୟା ଲାଗି ସେଲ୍‌ ବନ୍ଦ ହୋଇଯାଇ ବ୍ଲାକ୍‌ହେଡସ୍‌ ହୋଇଥାଏ। ଏହି ସମସ୍ୟା ଅଧିକ ତେଲିଆ ତ୍ୱଚାବିଶେଷ ଲୋକଙ୍କଠାରେ ଦେଖାଦେଇଥାଏ। ଏହା ନାକରେ ନଜର ଆସୁଥିବା ବେଳେ ପୁରା ଚେହେରାକୁ ଖରାପ କରିଥାଏ। ମାତ୍ର ଏହାକୁ ନେଇ ଡରିବା ବା ଚିନ୍ତା କରିବା କୌଣସି କାରଣ ନାହିଁ। ଘରୋଇ ଉପାୟରେ ଆପଣ ଏହାକୁ ମଧ୍ୟ ଦୂର କରିପାରିବେ। ଜାଣନ୍ତୁ ଏ ସମ୍ପର୍କରେ….

ଟୁଥ୍‌ବ୍ରଶରେ କିଛି ପେଷ୍ଟ ଲଗାଇ ହାଲ୍‌କା ଭାବରେ ନାକରେ ଘଷନ୍ତୁ। ଯେପରି ଆପଣ ଦାନ୍ତ ଘଷିଥାନ୍ତି। ୫ ମିନିଟ୍‌ ପରେ ନଖ ଉଷୁମ ପାଣିରେ ନାକ ଧୋଇ ଦିଅନ୍ତୁ। ଦେଖିବେ ଏହି ସମସ୍ୟା ଆପଣଙ୍କର ଆଉ ନଥିବ।

ନ ଚେତ୍‌ ଅଳ୍ପ ଲେମ୍ବୁରସ ଉକ୍ତ ସ୍ଥାନରେ ଲଗାଇ ମସାଜ୍‌ କରିବା ପରେ କିଛି ଲୁଣ ଉକ୍ତସ୍ଥାନରେ ଘଷନ୍ତୁ । ୧୦ ମିନିଟ୍‌ ପରେ ଗରମ ପାଣିରେ ଧୋଇଦିଅନ୍ତୁ।

ଅଳ୍ପ ଚିନିରେ କିଛି ଲେମ୍ବୁରସ ମିଶାଇ ଏହାକୁ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ ତାହାକୁ ନାକରେ ହାଲ୍‌କା ଭାବରେ ଘସନ୍ତୁ। ପରେ ଶୁଖିଗଲା ପରେ ଏକାକୁ ଏକ ସୂତା କପଡ଼ାରେ ପୋଛିଦିଅନ୍ତୁ।

ଅଳ୍ପ ବେସନରେ କିଛି କ୍ଷୀର ଓ ଲୁଣ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରି ନାକରେ ଘସନ୍ତୁ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଦେଖିବେ ବ୍ଲାକ୍‌ହେଡଶ୍‌ ସମସ୍ୟା ଆଉ ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ...

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri