Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଏଫ୍‌ଆଇଆର୍‌ ନ ହେବାରୁ ଧାରଣାରେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ,୧୭।୭: ମୁଖ୍ୟ ସଚିବ ସ୍ତରର ଜଣେ ଆଇଏଏସ୍‌ ଅଧିକାରୀ ପ୍ରମାଣ ସହ ଏଫ୍‌ଆଇଆର୍‌ ଦାୟର କରିବାକୁ ଥାନାକୁ ଆସିଛନ୍ତି। କିନ୍ତୁ ଏହାକୁ ରେଜିଷ୍ଟର କରାଯାଉ ନାହିଁ। ମୁଖ୍ୟମନ୍ତ୍ରୀ ଉତ୍ତମ ଶାସନ କଥା କହୁଛନ୍ତି। ହେଲେ ତାଙ୍କ ବିରୋଧରେ ଅଭିଯୋଗ ଆସିଲେ, ମାମଲା ରୁଜୁ ହେଉନାହିଁ। ଏଭଳି ଅଭିଯୋଗ କରିଛନ୍ତି ଆଇଏଏସ୍‌ ଅଫିସର ସୁଧୀର କୁମାର।

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ବିରୋଧରେ ଠକେଇ ଓ ମିଛ ପ୍ରମାଣପତ୍ର ସୃଷ୍ଟି କରିବା ଭଳି ଗୁରୁତର ଅଭିଯୋଗ ଆଣିଥିବା ସୁଧୀରଙ୍କ ଏଫ୍‌ଆଇଆର ରୁଜୁ କରାଯାଉ ନାହିଁ। ଏହାକୁ ବିରୋଧ କରି ବିହାର ଷ୍ଟାଫ ସିଲେକ୍‌ଶନ କମିଶନର ପୂର୍ବତନ ଚେୟାରମ୍ୟାନ ୫ ଘଣ୍ଟା ଧରି ଧାରଣା ଦେଇଥିଲେ। ଏ ସମ୍ପର୍କରେ ଗାରଦାନିବାଗ ଥାନର ଇନ୍ସପେକ୍ଟର ଅରୁଣ କୁମାର କହିଛନ୍ତି, ଆମ ପାଖରେ ସୁଧିର କୁମାରଙ୍କ ଆବେଦନ ପହଞ୍ଚିଛି। ତାଙ୍କୁ ଏହାର ରିସିପ୍ଟ ମଧ୍ୟ ଦିଆଯାଇଛି। ଆମେ ଆବେଦନ ଏପର୍ଯ୍ୟନ୍ତ ପଢ଼ି ନାହୁଁ। ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ

ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର...

ରାହୁଲ ଗାନ୍ଧୀ ବନାମ ପ୍ରତାପ ସିଂ, ରାଏବରେଲିରେ କିଏ, କାହା ଉପରେ ପଡ଼ିବ ଭାରି

ନୂଆଦିଲ୍ଲୀ,୩।୫: ଶୁକ୍ରବାର କଂଗ୍ରେସ ରାଏବରେଲି ଏବଂ ଆମେଠି ପାଇଁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ଏବଂ କିଶୋରୀ ଲାଲ ଶର୍ମା ଆମେଠିରୁ ନିର୍ବାଚନ...

୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..

ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ...

ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ଶେଷରେ କାହିଁକି ହଟିଲେ ପ୍ରିୟଙ୍କା ଗାନ୍ଧୀ: ଭାଇଙ୍କ ପାଇଁ ନା ଅନ୍ୟ କିଛି

ନୂଆଦିଲ୍ଲୀ,୩।୫: ରାଏବରେଲି ଏବଂ ଆମେଠିରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ରାଏବରେଲିରୁ ରାହୁଲ ଗାନ୍ଧୀ ଏବଂ ଆମେଠିରୁ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ପ୍ରିୟଙ୍କା ଗାନ୍ଧୀ...

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri