ମଦ ଦେବାକୁ ମନାକଲେ ବାର କର୍ମଚାରୀ, ପରେ…

ପୁରୁଷୋତ୍ତମପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କରୁଣା ବାର୍‌ରେ ଶନିବାର ରାତିରେ ୩ ଜଣ ଯୁବକ ପହଞ୍ଚତ୍ ମଦ୍ୟପାନ କରିବାକୁ କହିଥିଲେ। ମାତ୍ର ଦୋକାନ ବନ୍ଦ ସମୟ ହୋଇ ଯାଇଥିବାରୁ ମଦ୍ୟପାନ ଲାଗି ବାର୍‌ କର୍ମଚାରୀ ମନା କରିଦେଇଥିଲେ। ଏହାକୁ ନେଇ ଉତ୍ତ୍ୟକ୍ତ ଯୁବକମାନେ କର୍ମଚାରୀମାନଙ୍କୁ ଆକ୍ରମଣ କରିବା ସହ କାତି, ପିସ୍ତଲ ଦେଖାଇ ଆତଙ୍କରାଜ ସୃଷ୍ଟି କରିଥିଲେ। ଖବରପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ବେଳକୁ ସେମାନେ ସେଠାରୁ ଚମ୍ପଟ୍‌ ମାରିଥିଲେ। ମାତ୍ର ପୋଲିସ ସେମାନଙ୍କ ପିଛା କରି କବିସୂର୍ଯ୍ୟନଗର ଯିବା ରାସ୍ତାରୁ ଗିରଫ କରିଥିଲେ। ସେମାନେ ହେଲେ କବିସୂର୍ଯ୍ୟନଗର ମେଡିକାଲ ସାହିର ନିରଞ୍ଜନ ବିଷୋଇ(୩୨), ଆଠଗଡ଼ ପାଟଣାର ବିଶ୍ବଜିତ୍‌ ପାଇକରାୟ(୩୨) ଓ ନନ୍ଦିଆଗଡାର ମୁକେଶ ସାହୁ(୩୨)। ଏମାନଙ୍କ ନିକଟରୁ ଗୋଟିଏ ପିସ୍ତଲ, କାତି ଓ ୪୫ ହଜାର ଟଙ୍କା ଜବତ କରାଯାଇଛି। ଏ ନେଇ ଥାନାରେ କେସ୍‌ ନଂ. ୩୧୪/୨୧ ମାମଲା ରୁଜୁ ହୋଇ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଚାଷ ପ୍ରତି ଆଗ୍ରହ ବଢୁଛି: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri