ଏକଦା ଐଶ୍ୱର୍ଯ୍ୟାଙ୍କ ଏଭଳି ଏକ ନିଷ୍ପତ୍ତି ଯୋଗୁ ଭାଇଯାନଙ୍କ ସହ ତାଙ୍କ ରୋମାନ୍ସ ଦେଖିବାକୁ ମିଳି ନ ଥିଲା ଦର୍ଶକଙ୍କୁ

ଫିଲ୍ମକୁ ସୁପରହିଟ କରିବା ପାଇଁ, ହିରୋ ହିରୋଇନ ମଧ୍ୟରେ ରୋମାନ୍ସ ସିନ ରହିବା ଜରୁରୀ। ଏପରି ସିନ ନ ଥିଲେ ଦର୍ଶକ ଫିଲ୍ମକୁ ପସନ୍ଦ କରୁ ନ ଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯେତେବେଳେ ଷ୍ଟାରମାନେ ପରଦାରେ ରୋମାନ୍ସ କରନ୍ତି, ସେମାନଙ୍କୁ ଦେଖି, ଦର୍ଶକ ଖୁସି ହୋଇଥାନ୍ତି। ଏପରି ଅନେକ ଯୋଡି ଅଛନ୍ତି ଯେଉଁମାନଙ୍କ ରୋମାନ୍ସ ସିନ ପାଇଁ ଦର୍ଶକ ପାଗଳ। ତଥାପି, ବଲିଉଡରେ କିଛି ତାରକା ଏପରି ମଧ୍ୟ ଅଛନ୍ତି, ଯେଉଁମାଙ୍କୁ ପରଦାରେ ରୋମାନ୍ସ କରିଥିବା କେବେବି ଦେଖିବାକୁ ମିଳି ନ ଥିାଏ। ସେମାନଙ୍କ ମଧ୍ୟରୁ
ଐଶ୍ୱର୍ଯ୍ୟା ରୟ, ସଲମାନ ଖାନ୍‌ ଅନ୍ୟତମ। ତେବେ ଜାଣନ୍ତୁ କାହିଁକି ଏ ଦୁହିଁଙ୍କ ରୋମାନ୍ସ ସିନ ଦେଖିବାକୁ ମିଳି ନ ଥାଏ।
ଏକଦା ସଲମାନ ଏବଂ ଐଶ୍ୱର୍ଯ୍ୟାଙ୍କ ଯୋଡି ପରଦାରେ ସୁପର ହିଟ ହୋଇଥିଲା। ଏହା ସହିତ, ପରଦା ପଛରେ ମଧ୍ୟ, ଉଭୟଙ୍କ ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚାକୁ ଆସିଥିଲା। ସେମାନଙ୍କ ସମ୍ପର୍କ ଅନେକ ବିବାଦ ସହିତ ଶେଷ ହୋଇଥିଲା। ଏହା ପରେ ଐଶ୍ୱର୍ଯ୍ୟା ନିଷ୍ପତ୍ତି ନେଇଥିଲେ ଯେ, ସେ ସଲମାନଙ୍କ ସହ କୌଣସି ଫିଲ୍ମରେ କାମ କରିବେ ନାହିଁ। ଏଭଳି ପରିସ୍ଥିତିରେ ସଲମାନ ଏବଂ ଐଶ୍ୱର୍ଯ୍ୟା କୌଣସି ଫିଲ୍ମରେ ରୋମାନ୍ସ ସିନ୍‌ ଦେଖିବାକୁ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri