Posted inଖେଳ

ଭାରତ ଆଗରେ ଚ୍ୟାଲେଞ୍ଜିଂ ଟାର୍ଗେଟ

କଲମ୍ବୋ,୨୦।୭: ଆରମ୍ଭରୁ ଭାରତୀୟ ବୋଲରଙ୍କୁ ସଫଳତା ମିଳି ନ ଥିଲା। କିନ୍ତୁ ୟୁଜବେନ୍ଦ୍ର ଚହଲ, ଦୀପକ ଚହର ଓ ଭୁବନେଶ୍ୱର କୁମାରଙ୍କ ବଳରେ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା ଟିମ୍‌ ଇଣ୍ଡିଆ। ଶେଷ ଆଡ଼କୁ ଚାମିକା କରୁଣାରତ୍ନେଙ୍କ ଉପଯୋଗୀ ୪୪ ରନ୍‌ର ଇନିଂସ ଯୋଗୁ ଘରୋଇ ଶ୍ରୀଲଙ୍କା ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଆଗରେ ଛିଡ଼ା କରିଛି ୨୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ।

୫୦ ଓଭରରେ ଶ୍ରୀଲଙ୍କା ୯ ଉଇକେଟ ହରାଇ ୨୭୫ ରନ୍‌ କରିଛି। ଦଳ ପାଇଁ ଧନଞ୍ଜୟ ଡି ସିଲଭା (୩୨), ଚାରିଥ ଅସାଲାଙ୍କା (୬୫), ଅଭିଷ୍କା ଫର୍ନାଣ୍ଡୋ (୫୦) ଓ ମିନୋଦ ଭାନୁକା (୩୬) ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ। ଭାରତ ପାଇଁ ବୋଲିଂରେ ଭୁବନେଶ୍ୱର ଓ ଚହଲ ୩ ଲେଖାଏ ଉଇକେଟ ହାତେଇଥିଲେ। ଦୀପକ ୨ ଉଇକେଟ ନେଇଥିବା ବେଳେ ଖାଲି ହାତରେ ଫେରିଥିଲେ କୁଲଦୀପ ଯାଦବ, ହାର୍ଦ୍ଦିକ ଓ କ୍ରୁନାଲ ପାଣ୍ଡ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri