Posted inଖେଳ

ବିଶ୍ୱରେକର୍ଡ ଭାଙ୍ଗି ବାପାଙ୍କ ନାଁ ରଖିଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରତି ମ୍ୟାଚ୍‌ରେ ରେକର୍ଡ ସୃଷ୍ଟି ହୁଏ ଏବଂ ଭାଙ୍ଗେ ମଧ୍ୟ। କିନ୍ତୁ ଏମିତି କିଛି ରେକର୍ଡ ରହିଛି ଯାହା ଭାଙ୍ଗିବା କଷ୍ଟକର। ଶ୍ରୀଲଙ୍କାର ମହାନ ସ୍ପିନର ମୁଥିୟା ମୁରଲୀଥରନଙ୍କ ୮୦୦ ଟେଷ୍ଟ ଉଇକେଟକୁ କୌଣସି ବୋଲର ଭାଙ୍ଗିବା ସହଜରେ ସମ୍ଭବ ନୁହେଁ। ୨୦୦୮ରେ ମୁରଲୀଧରନ ଭାରତ ବିପକ୍ଷରେ ଏହି କୀର୍ତ୍ତିମାନ କରିଥିଲେ। ୧୩ ବର୍ଷ ପୂର୍ବେ ଆଜି ମୁଥିୟା ମୁରଲୀଥନ ୮୦୦ ଟେଷ୍ଟ ଉଇକେଟ ନେଇ ଇତିହାସ ରଚିଥିଲେ। ତାଙ୍କ ଟେଷ୍ଟ କ୍ୟାରିୟରର ଶେଷ ବଲରେ ମୁରଲୀଥରନ ଗୋଟିଏ ଉଇକେଟ ନେଇଥିଲେ ଏବଂ ଏହା ପରେ କ୍ରିକେଟରୁ ବିଦାୟ ନେଇଥିଲେ। ତାଙ୍କର ୧୮ ବର୍ଷର ଟେଷ୍ଟ କ୍ୟାରିୟରର ଶେଷ ଦିନରେ ମୁରଲୀଥରନ ଭାରତୀୟ ଖେଳାଳି ପ୍ରଜ୍ଞା ଓଝାଙ୍କ ଉଇକେଟ ନେଇ ୮୦୦ ଟେଷ୍ଟ ଉଇକେଟ ନେଇଥିଲେ।
ଶ୍ରୀଲଙ୍କାର କାଣ୍ଡିରେ ଜନ୍ମିତ ମୁରଲିଙ୍କ ପିତା ଏକ ବିସ୍କୁଟ କମ୍ପାନୀରେ କାମ କରୁଥିଲେ। କିନ୍ତୁ ଏହା ସତ୍ତ୍ୱେ ତାଙ୍କ ପୁଅ ବିଶ୍ୱ କ୍ରିକେଟରେ ଏକ ଖ୍ୟାତି ଅର୍ଜନ କରିଥିଲେ। ପିଲାଦିନରୁ ବହୁ କଷ୍ଟ ସହିଥିଲେ ମଧ୍ୟ ଟେଷ୍ଟରେ ମୁରଲୀଥରନ ୮୦୦ ଏବଂ ଦିନିକିଆରେ ୫୩୪ ଉଇକେଟ ନେଇଥିଲେ। ଟି -୨୦ରେ ମଧ୍ୟ ମୁରଲୀଧଥନ ୧୩ ଉଇକେଟ ନେଇଥିଲେ। ଏହିପରି ଭାବରେ ମୁରଲୀଥରନ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୧୩୪୭ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri