ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଉଦ୍ଧବ ଠାକରେ ଗୋଷ୍ଠୀର…

IPL 2026 ଛାଡ଼ି ରାତାରାତି ଫେରିଗଲେ ପର୍ପଲ କ୍ୟାପ୍‌ ଖେଳାଳି, ଏହି ଟିମ୍‌ର ୩ ଖେଳାଳି ହଠାତ୍‌…

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୬ ସିଜନ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି। ଅଧାରୁ ଅଧିକ ମ୍ୟାଚ ଶେଷ ହୋଇଥିବା ବେଳେ ଖେଳାଳିଙ୍କ ଆହତ ସମସ୍ୟା ଟିମ୍‌ଗୁଡ଼ିକ ପାଇଁ ଚିନ୍ତାର କାରଣ ସାଜିଛି। ଏହାରି ମଧ୍ୟରେ…

ଓଲଟିଲା ଡଙ୍ଗା, ଥିଲେ ୨୯ ଯାତ୍ରୀ

ଜବଲପୁର,୩୦।୪: ମଧ୍ୟପ୍ରଦେଶ ଜବଲପୁରରେ ଗୁରୁବାର ସାରେ ଜିଲା ମୁଖ୍ୟାଳୟରୁ ପ୍ରାୟ ୨୫ କିଲୋମିଟର ଦୂରରେ ଥିବା ବର୍ଗୀ ଡ୍ୟାମରେ ଝଡ଼ବର୍ଷା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ପ୍ରବଳ ବର୍ଷା ଯୋଗୁ ଯାତ୍ରୀମାନଙ୍କୁ ନେଇ…

ଭାଲୁ ନେଲା ଜୀବନ

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଭାଲୁଚୁଆଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିକୁ ଯାଇଥିବା ଜଣେ ବ୍ୟକ୍ତି ଭାଲୁ ଆକ୍ରମଣର ଶିକାର ହୋଇ…

ଆମେରିକାକୁ ପଛରେ ପକାଇ ଆଗକୁ ଗଲା ଭାରତ, ପାଲଟିଲା ‘ଗ୍ଲୋବାଲ ପାଓ୍ବାର ହାଉସ’

ନୂଆଦିଲ୍ଲୀ,୩୦।୪: ଭାରତ ସମ୍ପ୍ରତି ଶକ୍ତି କ୍ଷେତ୍ରରେ ଏକ ସଫଳତା ହାସଲ କରିଛି ଯାହା ସମଗ୍ର ବିଶ୍ୱକୁ, ବିଶେଷକରି ଆମେରିକାକୁ ଆଶ୍ଚର୍ଯ୍ୟ କରିଛି। ଭାରତ ଏହାର ବର୍ଦ୍ଧିତ ବିଦ୍ୟୁତ ଚାହିଦା ପୂରଣ କରୁଥିବା ବେଳେ, ସୌରଶକ୍ତିରେ…

୬ ମ୍ୟାଚ୍‌ ହାରିବା ସତ୍ତ୍ୱେ ପ୍ଲେଅଫ୍‌ରେ ହୋଇପାରେ ମୁମ୍ବାଇର ଏଣ୍ଟ୍ରି, ଜାଣନ୍ତୁ ସମୀକରଣ…

ନୂଆଦିଲ୍ଲୀ,୩୦।୪: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୨୪୩ ରନ କରିବା ପରେ ବି ୬ ଉଇକେଟରେ ପରାଜିତ ହେଲା ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ସିଜନରେ ୮ଟି ମ୍ୟାଚରୁ ମୁମ୍ବାଇର ଏହା ଷଷ୍ଠ ପରାଜୟ. ଏହି ପରାଜୟ…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪:  ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଷ୍ଟେଟ ଓପନ ସ୍କୁଲ ଏବଂ ମଧ୍ୟମା ଫଳ ମଧ୍ୟ…

‘ଝଡ଼ ଆସୁଛି’, ଟ୍ରମ୍ପଙ୍କ ଏମିତି ପୋଷ୍ଟକୁ ନେଇ ବିଶ୍ୱରେ ହଇଚଇ, ହେବ କି ବଡ଼ ଧରଣର…

ଓ୍ବାଶିଂଟନ,୩୦ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ସ୍ବତନ୍ତ୍ର ଶୈଳୀରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଯାହା ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି ଏକ ‘ବଡ଼ ଝଡ଼’ ଆସୁଛି, ଏବଂ…

ମୁଁ ବି ପୁଷ୍ପା, ମୁଣ୍ଡ ନୁଆଁଇବି ନାହିଁ, କାହିଁକି ଏମିତି କହିଲେ ଏହି ଟିଏମ୍‌ସି ନେତା

କୋଲକାତା,୩୦ା୪: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ତୃଣମୂଳ କଂଗ୍ରେସ(TMC) ପ୍ରାର୍ଥୀ ଜାହାଙ୍ଗୀର ଖାନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ସେ ଏବଂ ତାଙ୍କ ସମର୍ଥକମାନେ ସ୍ଥାନୀୟ ଭୋଟରମାନଙ୍କୁ ଭୟଭୀତ କରିବା ସହ ସେମାନଙ୍କ ପରିଚୟପତ୍ର ଛଡ଼ାଇ…

ନିର୍ବାଚନ ଜିତିଗଲେ ବଡ଼ ରେକର୍ଡ ଭାଙ୍ଗିବେ ମମତା , ଲଗାତାର ୨୦ ବର୍ଷ ଧରି କ୍ଷମତାରେ ରହିଥିବା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ ଐତିହାସିକ ମୋଡ଼ରେ ଅଛି। ଆଗାମୀ ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ୍‌ ବିଜୟ ପରେ ଯଦି ମମତା ବାନାର୍ଜୀ ତାଙ୍କର ଚତୁର୍ଥ କାର୍ଯ୍ୟକାଳ ଆରମ୍ଭ କରନ୍ତି, ତେବେ ଏହା ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ଅସାଧାରଣ ଅଧ୍ୟାୟ…

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର ରାଜନୈତିକ ମହଲରେ ଅନେକ ପ୍ରଶ୍ନ ଉଠାଇଛି। ସାଧାରଣତଃ ଶକ୍ତିଶାଳୀ ନେତାମାନେ ନିଜ ଗଡ଼…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ‘ପୋଲ ଡାଏରୀ’ ଦ୍ୱାରା କରାଯାଇଥିବା ଏକ ସର୍ଭେ ସୂଚାଇ ଦେଇଛି ଯେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ଥାନର କୃଷିମନ୍ତ୍ରୀ କିରୋଡି ଲାଲ ମୀନା। ଏହି ଅଭାବନୀୟ ଘଟଣାକୁ ସଭ୍ୟ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଡାଇନୋସର ଯୁଗରୁ ଚାଲିଛି ‘ମେ-ଫ୍ଲାଇ’ର ନୃତ୍ୟ: ରହସ୍ୟ ଉନ୍ମୋଚନକଲେ ଗବେଷକ

ଲଣ୍ଡନ, ୩୦ା୪:ପୃଥିବୀରେ ଡାଇନୋସରଙ୍କ ଆଗମନର ବହୁ କୋଟି ବର୍ଷ ପୂର୍ବର ପୁରୁଣା ହେଉଛି କ୍ଷୁଦ୍ର ପତଙ୍ଗ ‘ମେ-ଫ୍ଲାଇ’। ଏହି ପତଙ୍ଗର ବିଚିତ୍ର ଉଡ଼ାଣ ଶୈଳୀ ବା ‘ନୃତ୍ୟ’ ଦୀର୍ଘ ଦିନ ଧରି ଗବେଷକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଥିଲା। ସମ୍ପ୍ରତି…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭାକୁ ରଖାଯାଇଛି। ଏହାସହିତ ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri