ଟୋକିଓ, ୨୪ା୭ (ପି.ଟି.)-ଟୋକିଓ ଅଲିମ୍ପିକ୍ସର ସର୍ବକନିଷ୍ଠ ପ୍ରତିଯୋଗୀ ହେଉଛନ୍ତି ଯୁଦ୍ଧପ୍ରବଣ ସିରିଆ ଦେଶର ୧୨ ବର୍ଷୀୟା ହେନ୍ଦ୍ ଜାଜା। ସେ ଟେବୁଲ ଟେନିସ ଇଭେଣ୍ଟରେ ଅଂଶଗ୍ରହଣ କରିବେ। ୨୦୧୪ରୁ ସେ ଏହି ଖେଳ ସହ ସମ୍ପୃକ୍ତ। ଦାମାସ୍କସରେ ସେ ଟ୍ରେନିଂ ନେଉଛନ୍ତି। ସିରିଆର ହାମା ସହର ବାସିନ୍ଦା ଜାଜା ଅଲିମ୍ପିକ୍ସରେ ଶନିବାର ମହିଳା ଟେବୁଲ ଟେନିସ ସିଙ୍ଗଲ୍ସରେ ଅଷ୍ଟ୍ରିଆର ୩୯ ବର୍ଷୀୟା ଲିଉ ଜିଆଙ୍କ ସହ ମୁକାବିଲା କରି ତାଙ୍କ ଅଭିଯାନ ଆରମ୍ଭ କରିବେ। ସେତେବେଳେ ତାଙ୍କ ବୟସ ୧୨ ବର୍ଷ ୨୦୪ ଦିନ ହୋଇଥିବ। ତାଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କ ବୟସ ତାଙ୍କଠାରୁ ୩ ଗୁଣାରୁ ଅଧିକ। ଜାଜା କହିଛନ୍ତି ସେ କେବଳ ପ୍ରତିଯୋଗିତାରେ ଭାଗ ନେବାକୁ ଆସିନାହାନ୍ତି। ସେ ଏଭଳି ପ୍ରଦର୍ଶନ କରିବାକୁ ଚାହାନ୍ତି, ଯେଉଁଥିରେ ସିରିଆବାସୀଙ୍କ ମନରେ ଖୁସି ଆଣିଦେବ।
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ବାମଣ୍ଡା କପ୍ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ
ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ଅରୁଣୋଦୟ ରାଞ୍ଚି...
ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍ଙ୍କୁ ଆସିଲା ହୃଦ୍ଘାତ, ଆଉ ତା’ପରେ…
ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...
ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...
Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...
ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...
T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ
ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...
Archives


