ବାରହା ପାଇଁ ବିଛାଯାଇଥିବା ଫାଶରେ ପଡ଼ି ହାତୀର ଜୀବନଗଲା

ହିନ୍ଦୋଳ,୨୪।୭: ହିନ୍ଦୋଳ ରେଞ୍ଜ କନ୍ତାମିଲା ପଞ୍ଚାୟତ ଡମେଇବାହାଳ ନିକଟସ୍ଥ କୁଶପଦା ଜଙ୍ଗଲରେ ଶୁକ୍ରବାର ରାତିରେ ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଗୋଟିଏ ହାତୀର ମୃତ୍ୟୁ ଘଟିଛି। ଖବରପାଇ ଶନିବାର ସକାଳେ ହିନ୍ଦୋଳ ବନାଞ୍ଚଳ ଅଧିକାରୀ ଲୋହିତ ରଥ ଓ ଷ୍ଟାଫ୍‌ ଏବଂ ପ୍ରାଣୀ ଚିକତ୍ସାଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ କରାଯାଇଛି । ତେବେ ଏହାର ସମ୍ପୃକ୍ତି ନେଇ କାହାରିକୁ ଗିରଫ କରାଯାଇ ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri