ଭୁବନେଶ୍ୱର,୨୪।୭(ବୂ୍ୟରୋ): ରାଜ୍ୟରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟର ଅଧିକ ଡିଭିଜନରେ ବାଘ ଗଣନା କରାଯିବ । ପୂର୍ବରୁ ରାଜ୍ୟର ୧୫ଟି ଡିଭିଜନରେ ବାଘ ଗଣନା କରାଯାଉଥିଲା । ଫଳରେ ଏଥର ଗଣନାରେ ରାଜ୍ୟରେ ବାଘ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି। ଓଡ଼ିଶାରେ କେତେ ସଂଖ୍ୟାରେ ବାଘ ଅଛନ୍ତି ? କେଉଁ ଜଙ୍ଗଲରେ ବାଘଙ୍କ ସଂଖ୍ୟା କେତେ ସେ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ରାଜ୍ୟ ବନ ବିଭାଗ ସହ ନ୍ୟାସନାଲ ଟାଇଗର କନଜର୍ଭେଶନ ଅଥରିଟି, ଏନ୍ଟିସିଏ ଅଧିକାରୀମାନେ ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ଖୁବ ଶୀଘ୍ର ବାଘ ଗଣନା ପାଇଁ ରାଜ୍ୟ ସ୍ତରରେ ଜଣେ ନୋଡାଲ ଅଫିସର ନିଯୁକ୍ତ ହେବେ। ଏହାପରେ ଏନଟିସିଏ ପକ୍ଷରୁ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଚାରୋଟି ପର୍ଯ୍ୟାୟରେ ବାଘଙ୍କ ଗଣତି ରାଯିବ। ପ୍ରଥମ ଓ ତୃତୀୟ ପର୍ଯ୍ୟାୟ ଗଣନା ରାଜ୍ୟ ବନ ବିଭାଗ କରୁଥିବା ବେଳେ ଦିତୀୟ ଓ ଚତୁର୍ଥ ପର୍ଯ୍ୟାୟ କାର୍ଯ୍ୟ ଏନଟିସିଏ କରିବ।
ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…
ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
Archives


