Posted inଖେଳ

ୟାଙ୍ଗ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଟୋକିଓ, ୨୫।୭-  ଚଳିତ ଟୋକିଓ ଅଲିମ୍ପିକ୍ସର ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଚାଇନାର କ୍ୱିଆନ ୟାଙ୍ଗ୍‌(୨୫୧.୮ ପଏଣ୍ଟ)। ଶନିବାର ଆସାକା ଶୁଟିଂ ରେଞ୍ଜ୍‌ରେ ଅନୁଷ୍ଠିତ ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ସେ ଏହି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ୨୧ ବର୍ଷୀୟା ୟାଙ୍ଗ ରୁଷିଆର ଆନାସ୍ତାସିଆ ଗାଲାଶିନା(୨୫୧.୧)ଙ୍କୁ ଅଳ୍ପ ପଏଣ୍ଟରେ ପଛରେ ପକାଇ ଅଲିମ୍ପିକ୍‌ ରେକର୍ଡର ମଧ୍ୟ ଅଧିକାରିଣୀ ହୋଇଛନ୍ତି। ବ୍ରୋଞ୍ଜ ପଦକ ପାଇଛନ୍ତି ସୁଇଜରଲାଣ୍ଡର ନିନା କ୍ରିଷ୍ଟେନ(୨୩୦.୬)। ପୁରସ୍କାର ପ୍ରଦାନ ଉତ୍ସବରେ କୋଭିଡ-୧୯ ପ୍ରୋଟୋକଲ ଅନୁସରଣ କରାଯାଇଥିଲା। ୟାଙ୍ଗ୍‌ଙ୍କୁ ଏକ ଟ୍ରେରେ ଫୁଲତୋଡ଼ା ସହ ପଦକ ବଢ଼ାଇ ଦିଆ ଯାଇଥିଲା। ସେ ନିଜେ ନିଜ ପଦକ ପିନ୍ଧିଥିଲେ। ୨୦୧୬ ରିଓ ଅଲିମ୍ପିକ୍ସର କୌଣସି ମେଡାଲିଷ୍ଟ ଏଥର ଭାଗ ନେଇ ନ ଥିଲେ। ତେଣୁ ପ୍ରତିଯୋଗିତା ଓପନ ଥିଲା। ନରଓ୍ବେର ଜେନେଟି ହେଗ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଅଲିମ୍ପିକ୍‌ ରେକର୍ଡର ଅଧିକାରି ହୋଇଥିଲେ। ମାତ୍ର ଫାଇନାଲରେ ୨୦୯.୩ ପଏଣ୍ଟ ସହ ୪ର୍ଥ ସ୍ଥାନରେ ସନ୍ତୁଷ୍ଟ ହୋଇଥିଲେ। ଫ୍ରାନ୍ସର ମୁଲେର ଓସେନ(୧୮୭.୭) ୫ମ ଓ ଆମେରିକାର ଟୁକର ମେରୀ କାରୋଲିନ୍‌ (୧୬୬.୦)୬ଷ୍ଠ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri