Posted inଫୁରସତ

ଓ୍ବାର୍କ ଫ୍ରମ୍‌ ଓ୍ବେଡିଂ, ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୨୫।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ବିବାହ ବେଦୀରେ ବର ଲାପଟପ୍‌ ଧରି କାମ କରିବାରେ ବ୍ୟସ୍ତ। ପଣ୍ଡିତ ମନ୍ତ୍ର ପଢୁଥିବାବେଳେ ବରଙ୍କର କନ୍ୟା ଅବା ଅନ୍ୟ ଅତିଥିଙ୍କ ପ୍ରତି ନିଘା ନାହିଁ। ସେ ନିଜ କାମ କରି ଚାଲିଛନ୍ତି। କାମ ଶେଷ ପରେ ସେ ବିବାହ ପରମ୍ପରା ପାଳନ କରିଛନ୍ତି। ବରଙ୍କର ଏଭଳି କାର୍ଯ୍ୟ ଦେଖି କନ୍ୟା ହସି ହସି ବେଦମ୍‌ ହେଉଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। କିନ୍ତୁ ବର କନ୍ୟାଙ୍କ ହସ ପ୍ରତି ଦୃଷ୍ଟି ନ ଦେଇ କେବଳ କାମ କରି ଚାଲିଛନ୍ତି। ଏହି ଭିଡ଼ିଓକୁ ଦୁହ୍ଲନିଆ ନାମକ ୟୁଜରଙ୍କ ଇନଷ୍ଟାଗ୍ରାମ୍‌ରେ ଅପଲୋଡ୍‌ କରାଯାଇଛି। ଏହାକୁ ନେଇ ବିଭିନ୍ନ ୟୁଜର ଭିନ୍ନ ଭିନ୍ନ କମେଣ୍ଟ ଦେଇଛନ୍ତି। କରୋନା ମହାମାରୀ ଯୋଗୁ ବିଭିନ୍ନ କମ୍ପାନୀ କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା ଯୋଗାଇ ଦେଇଥ୍‌ତ୍ବାବେଳେ ବର ଓ୍ବାର୍କ ଫ୍ରମ୍‌ ଓ୍ବେଡିଂ କରୁଥିବା କେତେକ ୟୁଜର ମତ ଦେଇଛନ୍ତି। ତେବେ ଭିଡ଼ିଓଟି କେବେ ଶୁଟିଂ କରାଯାଇଛି ଏବଂ ଏହା କେଉଁଠି ହୋଇଛି ସେ ନେଇ କୌଣସି ସୂଚନା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri