Posted inଫୁରସତ

୧୬୦ ଫୁଟ ଉଚ୍ଚରେ ଭିଡିଓ ଶୁଟିଂ କରୁଥିଲେ ଯୁବତୀ, ହଠାତ୍‌ ଖସିଗଲା ପାଦ; ଆଉ ତା’ ପରେ…

ଲୋକେ ଆଜିକାଲି ସୋସିଆଲ ମିଡିଆ ଜରିଆରେ ନିଜର କ୍ୟାରିୟର କରୁଛନ୍ତି। ସେମାନଙ୍କର ଲକ୍ଷ ଲକ୍ଷ ଫଲୋଅର୍ସ ମଧ୍ୟ ଅଛନ୍ତି। ନିଜ ଜୀବନ କାହାଣୀ, ପ୍ରତିଦିନର ଘଟଣାବଳୀ ବିଷୟରେ ଫଲୋଅର୍ସମାନଙ୍କୁ ଭିଡିଓ ମାଧ୍ୟମରେ କହିଥାନ୍ତି। ବର୍ତ୍ତମାନ ଚାଇନାର ଜଣେ ଯୁବତୀଙ୍କ ଭିଡିଓ ଏବେ ଚର୍ଚ୍ଚାରେ ରହିଛି।

ଜିଓ କ୍ୟୁମେଇ ନାମକ ୨୩ ବର୍ଷୀୟା ଯୁବତୀ କିଛିଦିନ ତଳେ ୧୬୦ ଫୁଟ ଉଚ୍ଚରେ ଏକ ଭିଡିଓ ପ୍ରସ୍ତୁତ କରୁଥିଲେ। ଏହି ସମୟରେ ତାଙ୍କ ପାଦ ଖସିଯିବାରୁ ସେ ତଳକୁ ଖସିପଡ଼ିଥିଲେ। ସେ ଏହି ଭିଡିଓରେ ତାଙ୍କ ନିଜ ଜୀବନ କାହାଣୀ ଏବଂ କ୍ରେନ୍‌ ଅପରେଟିଂ ସମ୍ପର୍କିତ ଭିଡିଓ ପୋଷ୍ଟ କରିଥାନ୍ତି। ସେ ତାଙ୍କ ଫଲୋଅର୍ସମାନଙ୍କ ପାଇଁ ଭିଡିଓଗୁଡ଼ିକୁ ଶେୟାର କରିଥାନ୍ତି। ତାଙ୍କର ୧ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି।

ସେ ତାଙ୍କର ଶେଷ ଭିଡିଓ ଏକ କ୍ରେନ୍‌ କ୍ୟାବିନ୍‌ରେ ବସି ଶୁଟିଂ କରୁଥିଲେ। ହଠାତ୍‌ ତାଙ୍କ ହାତରୁ କ୍ୟାମେରା ଖସି ପଡ଼ିଲା। ପରେ ସେ ମଧ୍ୟ ଖସି ପଡ଼ିଥିଲେ। ସେ ତଳେ ପଡ଼ିବା ପରେ ବି ତାଙ୍କର ସବୁ ଭିଡିଓ ଶୁଟିଂ ହେଉଥିଲା। କାରଣ କ୍ୟାମେରା ସିନା ଖସି ପଡ଼ିଥିଲା ହେଲେ ମୋବାଇଲରେ ଯେଉଁ ରେକର୍ଡିଂ କରୁଥିଲେ ତାହା ତାଙ୍କ ହାତରେ ଥିଲା। ସେ କେମିତି ପଡ଼ିଲେ ତାହା ମୋବାଇଲରେ ରେକର୍ଡିଂ ହୋଇଯାଇଛି। ଦୁଃଖର କଥା ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ କହିଛନ୍ତି, ଏହା ଏକ ଦୁର୍ଘଟଣା। ତେବେ ଜିଓଙ୍କୁ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri