ମୀରାବାଇଙ୍କ ‘କାନ ଫୁଲ’ର ଦିଓ୍ବାନୀ ହେଲେ ଅନୁଷ୍କା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ମୀରାବାଇ ଚାନୁଙ୍କ ସ୍ବତନ୍ତ୍ର କାନଫୁଲକୁ ପସନ୍ଦ କରିଛନ୍ତି। ମୀରାବାଇ ପିନ୍ଧିଥିବା କାନ ଫୁଲକୁ ଅନୁଷ୍କା ପସନ୍ଦ କରି ଏକ ହୃଦୟ ଇମୋଜି ଦେଇଛନ୍ତି। ସେ ନିଜ ଇନଷ୍ଟାଗ୍ରାମରେ ମୀରବାଇ ଚାନୁଙ୍କ କାନଫୁଲ ଏବଂ ଏହା ପ୍ରତି ନିଜର ଭଲ ପାଇବା ବ୍ୟକ୍ତ କରିଛନ୍ତି। ସେ ତାଙ୍କ ଇନଷ୍ଟା କାହାଣୀରେ ଚାନୁଙ୍କ ଏକ ଫଟୋ ଶେୟାର କରିଛନ୍ତି। ଫଟୋ ଶେୟାର କରିବା ସମୟରେ ଅଲିମ୍ପିକର ସ୍ବତନ୍ତ୍ର କାନଫୁଲ ବିଷୟରେ ମଧ୍ୟ କହିଥଲେ – ଏହା ସୁନ୍ଦର ଅଟେ।
ମୀରାବାଇଙ୍କ ଏହି ଅଲିମ୍ପିକ ସ୍ବତନ୍ତ୍ର କାନଫୁଲ ତାଙ୍କୁ ତାଙ୍କ ମା’ଙ୍କ ଦ୍ୱାରା ଉପହାର ଦିଆଯାଇଥିଲା। ପାଞ୍ଚ ବର୍ଷ ପୂର୍ବେ ତାଙ୍କ ମା’ ନିଜର ଅଳଙ୍କାର ବିକ୍ରି କରି ଝିଅକୁ ଏହି କାନଫୁଲ ଉପହାର ଦେଇଥିଲେ। ତାଙ୍କ ଆଶା କରିଥିଲା ଯେ, ଏହି କାନଫୁଲ ତାଙ୍କ ଝିଅ ପାଇଁ ଶୁଭଫଳ ଆଣିବ। ଅବଶ୍ୟ, ରିଓ ୨୦୧୬ ରେ ଏହା ହୋଇପାରିଲା ନାହିଁ, କିନ୍ତୁ ୨୦୨୧ରେ ତାଙ୍କର ସ୍ବପ୍ନ ସାକାର ହେଲା। ମୀରାବାଇ ଚାନୁ ଶନିବାର ଟୋକିଓ ଅଲିମ୍ପିକ୍ସରେ ୪୯ କିଲୋଗ୍ରାମ ଭାରୋତ୍ତୋଳନ ବର୍ଗରେ ରୌପ୍ୟ ପଦକ ଜିତି ଦେଶ ପାଇଁ ପ୍ରଥମ ପଦକ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri