ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଶୈବପୀଠ ଖାଁ ଖାଁ

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଆଜିର ଦିନରେ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ହୁଏ। ବିଶେଷ କରି ରାସ୍ତାଘାଟରେ ବୋଲ୍‌ବମ୍‌ ଭକ୍ତଙ୍କ ଲମ୍ବା ଲାଇନ ସାଙ୍ଗକୁ ହର ହର ମହାଦେବଙ୍କ ଧ୍ୱନୀ ଶୁଣିବାକୁ ମିଳେ। ମାତ୍ର ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ କରୋନା କଟକଣା ଯୋଗୁ ବୋଲ୍‌ବମ୍‌ ଯାତ୍ରା ବନ୍ଦ ରହିଛି। ତେଣୁ ରାଜଧାନୀର ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଗହଳିଚହଳି ନ ଥିବାରୁ ଖାଁ ଖାଁ ଦିଶୁଛି। କେବଳ ଯାହା ନୀତିକାନ୍ତିରେ ପୂଜା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି।

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ...

ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri