ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ ଏହି ଅଞ୍ଚଳରେ ସରକାରୀ ଯୋଜନାର କୋଟି…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ କେମିତି ଚାଲିଯାଉଛି। ଖେଳୁଥିବା ସମୟରେ ଘଟିଥିବା…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ ଟିପରା ଗାଁର ବର୍ଷାରାଣୀ ଦାସ କଟକ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌ ଅନ୍ୟ ଏକ କାର୍‌ର ପଛକୁ ଧକ୍କା…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ସଦ୍ୟତମ ତଥ୍ୟ ଠିକ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା ଭବିଷ୍ୟତରେ ବିଚାରପତି ହେବେ ବୋଲି କହିଛନ୍ତି।…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ହିଟ ଓ୍ବେଭ୍‌ ଜାରି ରହିବ। ତାପମାତ୍ରା ୪୦ ଥିଲେ ବି…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩ ଦିନ ପରେ ଆଜି ଅର୍ଥାତ ରବିବାର ଭୋପାଳର ଭଦଭଦା ବିଶ୍ରାମ ଘାଟରେ ସା…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ ସାଇନ୍ସ ବିଷୟରେ ଅନର୍ସ ନେଇ  ମଧ୍ୟ ରାଜ୍ୟର ଉଚ୍ଚଶିକ୍ଷା ବିଭାଗରୁ ଅନୁମୋଦନ ମିଳିଛି।…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି, ଯଦିଓ ସରକାରୀ ସଂଖ୍ୟା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇନାହିଁ। ରିପୋର୍ଟଗୁଡ଼ିକ ସୂଚିତ କରୁଛି…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୧୦ ପୋଲିସ ଜିଲାର ଆଇପିଏସ୍‌ ଅଫିସରଙ୍କୁ ବଦଳି ସହ ୪ଜଣ ଓପିଏସ୍‌ଙ୍କୁ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ବିପୁଲ ଏମ୍‌. ପାଞ୍ଚୋଲିଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ, ଆଲୋଚନାର ଫଟୋ ମଧ୍ୟ ଶେୟାର କରାଯାଇଥିଲା। ସାକ୍ଷାତ ବିଷୟରେ ମତାମତ ଦେଇ…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ ଏବଂ ଏହି ଆଧାରରେ ବିବାହ ବିଚ୍ଛେଦ ହୋଇପାରିବ। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପାକିସ୍ତାନ ସରକାର ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri